ନୂଆଦିଲ୍ଲୀ,୧୫।୧୦: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମପି ଦିଗବିଜୟ ସିଂ କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ଏହାର ସୂଚନା ସେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ପତ୍ର ଲେଖି ଜଣାଇଛନ୍ତି।
ନୂଆଦିଲ୍ଲୀ,୧୫।୧୦: କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟ ସଭା ଏମପି ଦିଗବିଜୟ ସିଂ କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଇସ୍ତଫା ଦେଇଛନ୍ତି। ଏହାର ସୂଚନା ସେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ପତ୍ର ଲେଖି ଜଣାଇଛନ୍ତି।
ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…
ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…
ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…
ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…
ତେହରାନ,୭।୪: ଡେଡଲାଇନ୍ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…
ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…
ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…
ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…