Posted inଜାତୀୟ

ଦିଗବିଜୟଙ୍କ ଶାସନ କାଳରେ ହେଉ ନ ଥିଲା ଯୁବକଙ୍କ ବିବାହ: ସିନ୍ଧିଆ

ଭୋପାଳ,୨୮।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କୁ ନେଇ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଯେଉଁ ଟିପ୍ପଣି ଦେଇଥିଲେ, ଏବେ ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ଜୟବର୍ଦ୍ଧନ ସିଂ ଖୋଲାଖୋଲି ଭାବେ ସାମ୍ନାକୁ ଆସିଛନ୍ତି। ଜୟବର୍ଦ୍ଧନ ଜ୍ୟୋତିରାଦିତ୍ୟଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗର କଡା ଜବାବ ଦେଇଛନ୍ତି। ସେ କହିଛନ୍ତି ସିନ୍ଧିଆ ରାଜ ପରିବାର ବି ଲଗାତାର ମଧ୍ୟ ପ୍ରଦେଶର ନେତୃତ୍ୱ ନେଇଛନ୍ତି। ଏଥିରେ ସେ ଏହାର ହିସାବ ଦେବା ପରିବର୍ତ୍ତେ ଅନ୍ୟକୁ ପ୍ରଶ୍ନ କରିବାର ଅଧିକାର ନାହିଁ।

୧୯୯୯ରୁ ୨୦୦୩ ପର୍ଯ୍ୟନ୍ତ ଦିଗବିଜୟ ସିଂଙ୍କ କାର୍ଯ୍ୟକାଳ ଉପରେ ପ୍ରଶ୍ନ ଉଠାଇ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଥିଲେ ଯେ ସେତେବେଳେ ବିଦ୍ୟୁତ ବ୍ୟବସ୍ଥା ଏପରି ଥିଲା ଯେ ଅନେକ ଯୁବକ ବିବାହ ମଧ୍ୟ କରିପାରି ନ ଥିଲେ। ଲୋକମାନେ ନିଜ ଝିଅମାନଙ୍କର ବିବାହ ପ୍ରସ୍ତାବ ଦେଉନଥିଲେ। ସେ ଏହା ମଧ୍ୟ କହିଛନ୍ତି ଯେ କେତେକ ଗ୍ରାମ କଳା ପାଣି ନାମରେ ଜଣାଶୁଣା ଥିଲା। ସେ ଏହା ମଧ୍ୟ କହିଛନ୍ତି ଯେ ସେହି ସମୟରେ ୬୦,୦୦୦ କିଲୋମିଟର ରାସ୍ତା ଥିବାବେଳେ ବର୍ତ୍ତମାନ ୪,୧୧,୦୦୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ପୁଅ ତତଶ ପୂର୍ବତନ ମନ୍ତ୍ରୀ ଜୟବର୍ଦ୍ଧନ ସିଂ ସିନ୍ଧିଆଙ୍କ ଅଭିଯୋଗର କଡା ଜବାବ ଦେଇଛନ୍ତି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ କାର୍ଯ୍ୟକାଳର ହିସାବ ମାଗୁଛି, ଏହାର ୧୮ବର୍ଷର ହିସାବ ଦେବାର କାରଣ ଏଠାରେ ଜନସାଧାରଣ ବହୁତ ଭଲ ଭାବରେ ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri