Posted inଜାତୀୟ

ଦିଗବିଜୟଙ୍କ ଶାସନ କାଳରେ ହେଉ ନ ଥିଲା ଯୁବକଙ୍କ ବିବାହ: ସିନ୍ଧିଆ

ଭୋପାଳ,୨୮।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କୁ ନେଇ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଯେଉଁ ଟିପ୍ପଣି ଦେଇଥିଲେ, ଏବେ ଏହାକୁ ନେଇ ପୂର୍ବତନ ମନ୍ତ୍ରୀ ଜୟବର୍ଦ୍ଧନ ସିଂ ଖୋଲାଖୋଲି ଭାବେ ସାମ୍ନାକୁ ଆସିଛନ୍ତି। ଜୟବର୍ଦ୍ଧନ ଜ୍ୟୋତିରାଦିତ୍ୟଙ୍କ ଦ୍ୱାରା ଲଗାଯାଇଥିବା ଅଭିଯୋଗର କଡା ଜବାବ ଦେଇଛନ୍ତି। ସେ କହିଛନ୍ତି ସିନ୍ଧିଆ ରାଜ ପରିବାର ବି ଲଗାତାର ମଧ୍ୟ ପ୍ରଦେଶର ନେତୃତ୍ୱ ନେଇଛନ୍ତି। ଏଥିରେ ସେ ଏହାର ହିସାବ ଦେବା ପରିବର୍ତ୍ତେ ଅନ୍ୟକୁ ପ୍ରଶ୍ନ କରିବାର ଅଧିକାର ନାହିଁ।

୧୯୯୯ରୁ ୨୦୦୩ ପର୍ଯ୍ୟନ୍ତ ଦିଗବିଜୟ ସିଂଙ୍କ କାର୍ଯ୍ୟକାଳ ଉପରେ ପ୍ରଶ୍ନ ଉଠାଇ କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଥିଲେ ଯେ ସେତେବେଳେ ବିଦ୍ୟୁତ ବ୍ୟବସ୍ଥା ଏପରି ଥିଲା ଯେ ଅନେକ ଯୁବକ ବିବାହ ମଧ୍ୟ କରିପାରି ନ ଥିଲେ। ଲୋକମାନେ ନିଜ ଝିଅମାନଙ୍କର ବିବାହ ପ୍ରସ୍ତାବ ଦେଉନଥିଲେ। ସେ ଏହା ମଧ୍ୟ କହିଛନ୍ତି ଯେ କେତେକ ଗ୍ରାମ କଳା ପାଣି ନାମରେ ଜଣାଶୁଣା ଥିଲା। ସେ ଏହା ମଧ୍ୟ କହିଛନ୍ତି ଯେ ସେହି ସମୟରେ ୬୦,୦୦୦ କିଲୋମିଟର ରାସ୍ତା ଥିବାବେଳେ ବର୍ତ୍ତମାନ ୪,୧୧,୦୦୦ କିଲୋମିଟର ରାସ୍ତା ନିର୍ମାଣ କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ ପୁଅ ତତଶ ପୂର୍ବତନ ମନ୍ତ୍ରୀ ଜୟବର୍ଦ୍ଧନ ସିଂ ସିନ୍ଧିଆଙ୍କ ଅଭିଯୋଗର କଡା ଜବାବ ଦେଇଛନ୍ତି। ବର୍ତ୍ତମାନ ଭାରତୀୟ ଜନତା ପାର୍ଟି ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗବିଜୟ ସିଂଙ୍କ କାର୍ଯ୍ୟକାଳର ହିସାବ ମାଗୁଛି, ଏହାର ୧୮ବର୍ଷର ହିସାବ ଦେବାର କାରଣ ଏଠାରେ ଜନସାଧାରଣ ବହୁତ ଭଲ ଭାବରେ ବୁଝୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?