Posted inଜାତୀୟ

ଦିଗ୍‌ବିଜୟଙ୍କ ବିବାଦୀୟ ବୟାନ, ଟାର୍ଗେଟ କରିପାରେ ଭାଜପା

ଭୋପାଳ,୨୬ ।୧୨: ବରିଷ୍ଠ କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ବିବାଦୀୟ ବୟାନକୁ ନେଇ ପୁଣି ଚର୍ଚ୍ଚା । ଏଥର ପୁଣିଥରେ ତାଙ୍କୁ ଭାରତୀୟ ଜନତା ପାର୍ଟି(ଭାଜପା) ଟାର୍ଗେଟ କରିପାରେ । ଶନିବାର ସେ କଂଗ୍ରେସର ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ବୀର ସାୱରକରଙ୍କୁ ଟାର୍ଗେଟ କରି ଏକ ବିବାଦୀୟ ବୟାନ ଦେଇଛନ୍ତି । ଦିଗ୍‌ବିଜୟ କହିଛନ୍ତି ସାୱରକର କେବେ ଗାଈକୁ ‘ମାଆ’ବୋଲି ମାନୁ ନ ଥିଲେ । ଗୋମାଂସ ଖାଇବାରେ ତାଙ୍କର କୌଣସି ଅସୁବିଧା ନ ଥିଲା । ଦିଗବିଜୟ ଆହୁରି ମଧ୍ୟ କହିଛନ୍ତି ସାୱରକର ତାଙ୍କ ପୁସ୍ତକରେ କହିଛନ୍ତି ହିନ୍ଦୁଧର୍ମ ଓ ହିନ୍ଦୁତ୍ୱ ମଧ୍ୟରେ କୌଣସି ସମ୍ପର୍କ ନାହିଁ । ଏହାକୁ ନେଇ ଭାଜପା ବିଧାୟକ ରାମେଶ୍ୱର ଶର୍ମା କହିଛନ୍ତି କଂଗ୍ରେସ ସର୍ବଦା ହିନ୍ଦୁଙ୍କୁ ବଦନାମ କରିଥାଆନ୍ତି । ଏଥିପାଇଁ ଦିଗ୍‌ବିଜୟ ତ ଦିନରାତି କସରତ କରୁଛନ୍ତି । ସେ ଆହୁରି କହିଛନ୍ତି ଦିଗବିଜୟ ଯଦି ହିନ୍ଦୁ ଓ ହିନ୍ଦୁସ୍ତାନର ମଙ୍ଗଳପାଇଁ କାମ କରୁଥାଆନ୍ତେ ତେବେ ପାକିସ୍ତାନରେ ଜିନ୍ନା ଜନ୍ମ ହୋଇ ନ ଥାଆନ୍ତେ ନା ଆତଙ୍କବାଦୀଙ୍କ ସୃଷ୍ଟି ହୋଇଥାଆନ୍ତା । ଦିଗବିଜୟଙ୍କ ପାଇଁ ଆତଙ୍କବାଦୀ ହେଉଛନ୍ତି ଭଗବାନ । ଦେଶଦ୍ରୋହୀଙ୍କୁ ସେ ବିରିୟାନି ଖାଇବାକୁ ଦେଇ ଉପହାର ଦେଇଥାଆନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….

ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?