Posted inଜାତୀୟ

ଓଓ୍ବାଇସିଙ୍କ ଉପରେ ବର୍ଷିଲେ ଦିଗ୍‌ବିଜୟ

ପାଟନା,୧୧।୧୧: ବିହାର ବିଧାନସଭା ନିର୍ବାଚନ ଫଳାଫଳରେ ପ୍ରକାଶ ପାଇବା ପରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଉପରେ ବର୍ଷିଛନ୍ତି। ତାଙ୍କ ଯୋଗୁ ବିହାରରେ ଭୋଟ ଭାଗବଣ୍ଟା ହୋଇ ଭାଜପାର ବିଜୟ ପଥ ସହଜ ହୋଇଥିବା ବିଗ୍‌ବିଜୟ କହିଛନ୍ତି। ବୁଧବାର ଟୁଇଟ୍‌ କରି ଦିଗ୍‌ବିଜୟ ଏଭଳି କହିଛନ୍ତି। ଏବେ ଓଓ୍ବାଇସି ଏନ୍‌ଡିଏ ଅବା ମହାମେଣ୍ଟ କାହାକୁ ସହାୟତା କରିବେ ବୋଲି ସେ ପ୍ରଶ୍ନ କରିଛନ୍ତି। ଜାଣିଶୁଣି ଓଓ୍ବାଇସି ଏଭଳି କରିଥିବା ଦିଗ୍‌ବିଜୟ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ କରୋନା ରୋଗୀଙ୍କ ପାଇଁ ଶଯ୍ୟା ଅଭାବ: ବିଶ୍ରାମାଗାରରେ ଅମ୍ଳଜାନ ଲାଗି ହେଉଛି ଚିକିତ୍ସା

ପୁଣେ,୭।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗିନ ହୋଇପଡିଛି। ରାଜ୍ୟର ଅଧିକାଂଶ ଜିଲାରେ ପରିସ୍ଥିତି ଅନିୟନ୍ତ୍ରିତ ହେବାରେ ଲାଗିଛି। ପୁଣେରେ ଏହାର ଦୃଶ୍ୟ ଦେଖିବାକୁ ମିଳିଛି। ବାସ୍ତବରେ...

ସମୟରେ ପହଞ୍ଚିଲାନି କୋର୍ଟଙ୍କ ଅର୍ଡର

ମୁମ୍ବାଇ,୨୯।୧୦ : ବଲିଉଡ୍‌ ଷ୍ଟାର ଶାହରୁଖ ଖାଁଙ୍କ ପୁଅ ଆର୍ୟନ ଖାନ୍‌ଙ୍କୁ ଗୁରୁବାର ବମ୍ବେ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ହେଲେ ଆର୍ୟନ ମୁମ୍ବାଇର ଆର୍ଥର...

ରବି ଶାସ୍ତ୍ରୀଙ୍କ ଦୁଃଖ

ନୂଆଦିଲ୍ଲୀ,୧୫।୧୧: ସମସ୍ତ ଫର୍ମାଟରେ ପ୍ରାଧାନ୍ୟ ବିସ୍ତାର କରିବା ଏବଂ ନିର୍ଭୟରେ କ୍ରିକେଟ ଖେଳିବା ସତ୍ତ୍ୱେ ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ସମ୍ମାନଜନକ କାର୍ଯ୍ୟକାଳ ମଧ୍ୟରେ...

ଇ-ସିଗାରେଟ ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୧୨(ଆଇଏଏନ୍‌ଏସ୍‌): ଇଲେକ୍ଟ୍ରୋନିକ୍‌ ସିଗାରେଟ (ଇ-ସିଗାରେଟ) ଉତ୍ପାଦନ ଓ ବିକ୍ରି ନିଷିଦ୍ଧ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ ହୋଇଯାଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାବେଳେ ସୋମବାର...

ଠିକ୍‌ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ...

କଂଗ୍ରେସ ଏମ୍‌ପି ବସନ୍ତକୁମାରଙ୍କ କରୋନାରେ ମୃତ୍ୟୁ

ଚେନ୍ନାଇ,୨୮।୮-ମହାମାରୀ କରୋନାରେ ପ୍ରାଣ ହରାଇଛନ୍ତି ତାମିଲନାଡୁ କନ୍ୟାକୁମାରୀର କଂଗ୍ରେସ ଏମ୍‌ପି ଏଚ. ବସନ୍ତକୁମାର। ବସନ୍ତ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଗତ ୧୦ ତାରିଖରେ...

ବଲିଉଡ୍‌ ଗାୟିକାଙ୍କଠାରୁ କରୋନା ସଂକ୍ରମିତ ହେଲେ ଭାଜପା ନେତା!

ନୂଆଦିଲ୍ଲୀ,୨୦।୩: ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍‌ପି ତଥା ବସୁନ୍ଧରା ରାଜେଙ୍କ ପୁଅ ଦୁଷ୍ୟନ୍ତ ସିଂ କରୋନା ଚେକ୍‌ଅପ୍‌ ପାଇଁ ଶୁକ୍ରବାର ଦିଲ୍ଲୀର ରାମ ମନୋହର...

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ତ୍ରିଭେନ୍ଦ୍ର ସିଂ ରାୱତ

ଡେରାଡୁନ,୯ ।୩: ଗତ ଚାରି ଦିନ ହେବ ଉତ୍ତରାଖଣ୍ଡ ରାଜନୀତିକୁ ନେଇ ଅନୁମାନ ଲଗାଯାଉଥିବା ବେଳେ ମଙ୍ଗଳବାର ସନ୍ଧ୍ୟାରେ ଏଥିରେ ଫୁଲଷ୍ଟପ୍ ଲାଗିଛି । ମୁଖ୍ୟମନ୍ତ୍ରୀ...

Advertisement
Archives

Model This Week