Posted inଜାତୀୟ

ଦିଗ୍‌ବିଜୟଙ୍କ ଭାଇରାଲ ଅଡିଓକୁ ନେଇ ଉଠିଲା ବିବାଦ

ଭୋପାଳ,୨୯ ।୧୦: ମଧ୍ୟପ୍ରଦେଶରେ ୨୮ ବିଧାନସଭା ଆସନରେ ଉପ ନିର୍ବାଚନ ବାକି ଅଛି । ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବୟାନକୁ ନେଇ ବିବାଦ ମୁଣ୍ଡ ଟେକିଛି । ସମାଜବାଦୀ ପାର୍ଟିର ଜଣେ ପ୍ରାର୍ଥୀଙ୍କୁ ଦିଗ୍‌ବିଜୟ ପ୍ରାର୍ଥିପତ୍ର ଫେରାଇ ନେବାକୁ କହୁଥିବାର ଏକ ଭିଡିଓ ଏବେ ଭାଇରାଲ ହେଉଛି ଯାହାକୁ ନେଇ ବିବାଦ ଉପୁଜିଛି । ଏବେ ଏହି ଅଡିଓକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଖପ୍ପା ହୋଇଥିବା ବେଳେ କଂଗ୍ରେସ କହିଛି କଂଗ୍ରେସ ତ ଭାଜପା ଭଳି ବିଧାୟକ କିଣୁନାହିଁ । ସୂଚନାଯୋଗ୍ୟ, ଏହି ଅଡିଓକୁ ନେଇ କୁହାଯାଉଛି କି ଦିଗବିଜୟ ସମାଜବାଦୀ ପାର୍ଟି ପ୍ରାର୍ଥୀ ରୋଶନ ମିର୍ଜାଙ୍କୁ ପ୍ରାର୍ଥୀପତ୍ର ପ୍ରତ୍ୟାହର କରିନେବାକୁ କହିଛନ୍ତି । ଏହାକୁ ନେଇ ରୋଶନ ମିର୍ଜା କହିଛନ୍ତି ଦିଗ୍‌ବିଜୟ ମୋତେ ଟିକେଟ ଦେବେ କହି ଫୋନ ଯୋଗେ ପ୍ରାର୍ଥୀପତ୍ର ପତ୍ୟାହାର କରିବାକୁ କହିଛନ୍ତି । ହେଲେ ମୁଁ ଏଥିରେ ରାଜି ନୁହେଁ । ଏହାର ଜବାବ ଦେଇ କଂଗ୍ରେସ କହିଛି କାହାକୁ ଅନୁରୋଧ କରି ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା କଥା କହିବା କୌଣସି ଅପରାଧ ନୁହେଁ । ଆମେତ ଭାଜପା ଭଳି ଘୋଡା ବେପାର କରୁନାହୁଁ । କିନ୍ତୁ ଦିଗବିଜୟ ସିଂଙ୍କୁ ନେଇ ଯାହା କୁହାଯାଉଛି ତାହା ସମ୍ପୂର୍ଣ୍ଣ ଭୁଲ୍ ବୋଲି କହିଛନ୍ତି କଂଗ୍ରେସ ପ୍ରବକ୍ତା କେକେ ମିଶ୍ର ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍‌ ଖେଳିଲା ଉତ୍ତର କୋରିଆ

ଓ୍ବାଶିଂଟନ୍‌,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା…

କ୍ରିକେଟର୍‌ଙ୍କ ଅଭିଯୋଗରେ ଏହି ଅଭିନେତ୍ରୀଙ୍କୁ ବାନ୍ଧିଲା ପୋଲିସ: ପଛରେ ରହିଛି ଏମିତି କାରଣ

କଲମ୍ବୋ,୨।୪: ଶ୍ରୀଲଙ୍କାର କ୍ରିକେଟର ଭାନୁକା ରାଜପକ୍ଷେ ଅଭିନେତ୍ରୀ ହର୍ଷି ରସାଙ୍ଗାଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ଏହା ପରେ ପୋଲିସ ତାଙ୍କୁ ଗିରଫ କରିଛି। ଏହି ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri