ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ଦେଖିବାକୁ ପାଗଳ ଦର୍ଶକେ

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ଆଜି ଆମ ଗହଣରେ ନାହାନ୍ତି ସତ ହେଲେ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଏବେବି ତାଙ୍କ ପାଇଁ ପାଗଳ। ନିକଟରେ ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ଦେଖିବାକୁ ଦର୍ଶକେ ପାଗଳପ୍ରାୟ ହୋଇ ଯାଇଛନ୍ତି। କୁହାଯାଏ ଏମିତି କେତେ ବ୍ୟକ୍ତି ଅଫେରା ରାଇଜକୁ ଚାଲି ଯାଇଥିଲେ ମଧ୍ୟ ତାଙ୍କର କିଛି ସ୍ମୃତି ଯୁଗ ଯୁଗ ପାଇଁ ତାଙ୍କୁ ଅମର କରି ରଖିଥାଏ। ସୁଶାନ୍ତ ସିଂ ରାଜପୁତ ଏବେ ପଛରେ ଛାଡି ଯାଇଛନ୍ତି ତାଙ୍କ ଶେଷ ଅଭିନୀତ ଫିଲ୍ମ ‘ଦିଲ ବେଚାରା’। ଯାହାକୁ ଦେଖିବାକୁ ଦର୍ଶକେ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ସୋମବାର ଏହାର ଟ୍ରେଲର ରିଲିଜ ହେବାକୁ ଥିବା ବେଳେ ଏହା ପୂର୍ବରୁ ସୋସିଆଲ ମିଡିଆରେ ଦର୍ଶକଙ୍କ ପୋଷ୍ଟରୁ ଜଣାପଡୁଛି କେତେ ଲୋକପ୍ରିୟ ନାୟକ ଥିଲେ ସୁଶାନ୍ତ। ସୂଚନାଯୋଗ୍ୟ, ପୂର୍ବରୁ ମେକର୍ସ ଫିଲ୍ମର ଟ୍ରେଲର ସୋମବାର ଅର୍ଥାତ୍‌ ଜୁଲାଇ ୬ରେ ରିଲିଜ୍‌ ହେବ ବୋଲି କହିଥିଲେ। ଆଉ ସକାଳୁ ସକାଳୁ ସୁଶାନ୍ତ ସିଂ ରାଜପୁତ ଓ ସଞ୍ଜନାଙ୍କ ଅଭିତୀତ ଏହି ଫିଲ୍ମର ନାମ ହାସଟ୍ୟାଗକୁ ନେଇ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଥିବା ଦେଖାଯାଇଛି। ଆଉ ଟ୍ରେଲର ରିଲିଜ୍‌ ହେବା ପରେ ସୁଶାନ୍ତଙ୍କ ଅଭିନୟ ଦର୍ଶକଙ୍କ ହୃଦୟ ଜିତିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେବି କଲେଜ ହଷ୍ଟେଲ ଭାତ, ତରକାରିରୁ ବାହାରୁଛି ପୋକ, ମାଛି, ତେଲଗୁଣି

ଭୁବନେଶ୍ୱର,୨୯ା୧୨(ସୁଚିସ୍ମିତା ସାହୁ):ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ତଥା ରାଜଧାନୀର ସର୍ବପୁରାତନ ବକ୍ସି ଜଗବନ୍ଧୁ ବିଦ୍ୟାଧର ସ୍ବୟଂଶାସିତ ମହାବିଦ୍ୟାଳୟ ହଷ୍ଟେଲରେ ଦିଆଯାଉଛି ନିମ୍ନମାନର ଖାଦ୍ୟ ଦିଆଯାଉଛି। କେତେବେଳେ ଭାତରୁ...

ସତରେ ଆମେ କ’ଣ ମଣିଷ

ତପଡ଼ାରୁ ପୁରୀ ଫେରିବା ବାଟରେ ଏକ ଅଜବ ତଥା ଭାରାକ୍ରାନ୍ତ ଅନୁଭୂତି ନେଇ ଘରକୁ ଫେରିଲି। ବିଶେଷକରି ସାତପଡ଼ାରୁ ବ୍ରହ୍ମଗିରି ମୁଖ୍ୟ ରାସ୍ତାରେ ପଲପଲ ଗାଈ,...

ଭାରତର ସାଗରକେନ୍ଦ୍ର

ସାମଗ୍ରିକ ଭାବେ ମହାକାଶ ଏବଂ ବିଶେଷକରି ଚନ୍ଦ୍ର ଓ ମଙ୍ଗଳ ଉପରେ ବିଗତ ବର୍ଷ ବର୍ଷ ଧରି ଚାଲିଛି ବିବିଧ ଗବେଷଣା। ଏବେ ସେଠାରେ ନିୟମିତ...

ପାରାଦୀପରେ ରାସାୟନିକ ଗ୍ୟାସ୍‌ର ପ୍ରଭାବ: ଅନେକ ଅସୁସ୍ଥ

ପାରାଦୀପ,୨୯ା୧୨(ଶରତ ରାଉତ):ପାରାଦୀପର ଅଧିକାଂଶ ଅଞ୍ଚଳରେ ରବିବାର ସାରେ ରାସାୟନିକ ଗ୍ୟାସ ଦୁର୍ଗନ୍ଧ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଅଣନିଃଶ୍ୱାସୀ ହେବା ସହ ମୁହଁରେ ମାସ୍କ କିମ୍ବା...

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri