ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ଦେଖିବାକୁ ପାଗଳ ଦର୍ଶକେ

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ଆଜି ଆମ ଗହଣରେ ନାହାନ୍ତି ସତ ହେଲେ ତାଙ୍କର ଲକ୍ଷ ଲକ୍ଷ ପ୍ରଶଂସକ ଏବେବି ତାଙ୍କ ପାଇଁ ପାଗଳ। ନିକଟରେ ସୁଶାନ୍ତଙ୍କ ଅଭିନୀତ ଶେଷ ଫିଲ୍ମ ଦେଖିବାକୁ ଦର୍ଶକେ ପାଗଳପ୍ରାୟ ହୋଇ ଯାଇଛନ୍ତି। କୁହାଯାଏ ଏମିତି କେତେ ବ୍ୟକ୍ତି ଅଫେରା ରାଇଜକୁ ଚାଲି ଯାଇଥିଲେ ମଧ୍ୟ ତାଙ୍କର କିଛି ସ୍ମୃତି ଯୁଗ ଯୁଗ ପାଇଁ ତାଙ୍କୁ ଅମର କରି ରଖିଥାଏ। ସୁଶାନ୍ତ ସିଂ ରାଜପୁତ ଏବେ ପଛରେ ଛାଡି ଯାଇଛନ୍ତି ତାଙ୍କ ଶେଷ ଅଭିନୀତ ଫିଲ୍ମ ‘ଦିଲ ବେଚାରା’। ଯାହାକୁ ଦେଖିବାକୁ ଦର୍ଶକେ ଉତ୍ସୁକତାର ସହ ଅପେକ୍ଷା ରଖିଛନ୍ତି। ସୋମବାର ଏହାର ଟ୍ରେଲର ରିଲିଜ ହେବାକୁ ଥିବା ବେଳେ ଏହା ପୂର୍ବରୁ ସୋସିଆଲ ମିଡିଆରେ ଦର୍ଶକଙ୍କ ପୋଷ୍ଟରୁ ଜଣାପଡୁଛି କେତେ ଲୋକପ୍ରିୟ ନାୟକ ଥିଲେ ସୁଶାନ୍ତ। ସୂଚନାଯୋଗ୍ୟ, ପୂର୍ବରୁ ମେକର୍ସ ଫିଲ୍ମର ଟ୍ରେଲର ସୋମବାର ଅର୍ଥାତ୍‌ ଜୁଲାଇ ୬ରେ ରିଲିଜ୍‌ ହେବ ବୋଲି କହିଥିଲେ। ଆଉ ସକାଳୁ ସକାଳୁ ସୁଶାନ୍ତ ସିଂ ରାଜପୁତ ଓ ସଞ୍ଜନାଙ୍କ ଅଭିତୀତ ଏହି ଫିଲ୍ମର ନାମ ହାସଟ୍ୟାଗକୁ ନେଇ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଥିବା ଦେଖାଯାଇଛି। ଆଉ ଟ୍ରେଲର ରିଲିଜ୍‌ ହେବା ପରେ ସୁଶାନ୍ତଙ୍କ ଅଭିନୟ ଦର୍ଶକଙ୍କ ହୃଦୟ ଜିତିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri