ମୋକିମଙ୍କ ଘରେ ଦିଲୀପ, ବଢ଼ିଲା ରାଜନୈତିକ ଚର୍ଚ୍ଚା

କଟକ,୨୭।୪: ରାଜ୍ୟ ସଭା ଏମ୍‌ପି ଦିଲ୍ଲୀପ ରାୟ ସୋମବାର କଟକ ଗସ୍ତରେ ଆସି ବରିଷ୍ଠ ନେତା ମହମ୍ମଦ ମୋକିମ୍‌ଙ୍କୁ ଭେଟିଛନ୍ତି। ଏପରିକି ମୋକିମଙ୍କ ବାସଭବନରେ ଦିଲୀପ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କୁ ମଧ୍ୟ ଭେଟି ବିଭିନ୍ନ ବିଷୟରେ ଆଲୋଚନା କରିଥିବା ସୂଚନା ମିଳିଛି।

ରାଜ୍ୟ ସଭା ନିର୍ୱାଚନରେ ତାଙ୍କୁ ବିଧାୟିକା ସୋଫିଆ ଫିର୍ଦ୍ଦୋସ ସମର୍ଥନ କରିଥିବାରୁ ଧନ୍ୟବାଦ ଜଣାଇବାକୁ ଆସିଥିବା ଦିଲ୍ଲୀପ ଗଣମାଧ୍ୟମକୁ କହିଛନ୍ତି। ସୋଫିଆ ଏବଂ ମୋକିମଙ୍କ ସହଯୋଗରେ ରାଜ୍ୟ ସଭା ନିର୍ୱାଚନରେ ବିଜୟ ହୋଇଥିବା ଦିଲୀପ କହିଛନ୍ତି। ଅନ୍ୟପକ୍ଷେ ମୋକିମ୍‌ ଏବଂ ସୋଫିଆଙ୍କୁ ଭେଟିବା ପଛରେ ଅନ୍ୟ କୌଣସି ରାଜନୈତିକ ଉଦ୍ଦେଶ୍ୟ ନ ଥିବା ଦିଲୀପ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?