ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ପ୍ରସିଦ୍ଧ ଅଭିନେତା

ମୁମ୍ବାଇ: ଭେଟେରାନ ଅଭିନେତା ଦିଲ୍ଲୀପ କୁମାର ରବିବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ନିୟମିତ ଚେକଅପ୍‌ ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଇରା ବାନୁ ଏହି ସୂଚନା ଦେଇଛନ୍ତି।
ଦିଲ୍ଲୀପଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତ୍ତି ଆସିଥିବା ସାଇରା କହିଛନ୍ତି। ” ସ୍ବାସ୍ଥ୍ୟ ସମସ୍ୟା ନେଇ ନିୟମିତ ଯାଞ୍ଚ ପାଇଁ ଏଠାରେ ଅଛୁ। ଯଦି ଭଗବାନ ଚାହାନ୍ତି, ଆମେ ଶୀଘ୍ର ଘରକୁ ଫେରିବୁ। “ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ, କରୋନା ପାଇଁ ମାର୍ଚ୍ଚ ୨୦୨୦ଠାରୁ ଦିଲୀପ ଏବଂ ସାଇରା ଆଇସୋଲେଶନରେ ରହୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri