ସୁସ୍ଥ ହେଉଛନ୍ତି ଟ୍ରାଜେଡି କିଙ୍ଗ

ମୁମ୍ବାଇ,୨ ।୭: ବଲିଉଡ୍ ଟ୍ରାଜେଡି କିଙ୍ଗ ଦିଲିପ କୁମାର ବୟସାଧିକ୍ୟ ରୋଗ ଯୋଗୁ କିଛି ଦିନ ତଳେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ଏବେ ସେ ପୂର୍ବାପେକ୍ଷା ସୁସ୍ଥ ଥିବା ଜଣାପଡିଛି । ଦିଲିପଙ୍କ ନିକଟତର ବନ୍ଧୁ ଫୈଜଲ ଫାରୁକି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଦିଲିପ କୁମାର ପୂର୍ବାପେକ୍ଷା ସୁସ୍ଥ ଅଛନ୍ତି । ଦିନେ ଦୁଇ ଦିନ ମଧ୍ୟରେ ତାଙ୍କୁ ହସ୍ପିଟାଲରୁ ଛୁଟି ମିଳିଯିବ । ଗତ ମଙ୍ଗଳବାର ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏବେବି ସେ ଆଇସିୟୁରେ ଅଛନ୍ତି । ବୟସ ଅଧିକ କାରଣରୁ ପରିବାର ସଦସ୍ୟ କୌଣସି ପ୍ରକାର ରିସ୍କ ନ ନେଇ ତୁରନ୍ତ ତାଙ୍କୁ ହସ୍ପିଟାଲ ନେଇ ଆସିଥିଲେ । ହେଲେ ଏବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବାରୁ ତାଙ୍କୁ ହସ୍ପିଟାଲରୁ ଶୀଘ୍ର ଛୁଟି ମିଳିଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶର ୪ ବିମାନ ବନ୍ଦରକୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ

ନୂଆଦିଲ୍ଲୀ,୨୭।୪: ଦେଶର ଚାରୋଟି ବିମାନବନ୍ଦରକୁ ବୋମାରେ ଉଡାଇ ଦେବାକୁ ଧମକ ଆସିଛି। ଇ-ମେଲ ମାଧ୍ୟମରେ ଦାବି କରାଯାଇଛି ଯେ କୋଲକାତା ବିମାନବନ୍ଦର ସମେତ ଦେଶର ଚାରୋଟି...

ଟିଏମସିକୁ ଆତଙ୍କବାଦୀ ସଙ୍ଗଠନ ଘୋଷଣା କରାଯାଉ: ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୭।୪: ସନ୍ଦେଶଖାଲି ପ୍ରସଙ୍ଗରେ ଭାଜପା କ୍ରମାଗତ ଭାବେ ତ୍ରୁଣମୂଳ କଂଗ୍ରେସ(ଟିଏମସି) ଉପରେ ଆକ୍ରମଣ କରୁଛି। ସନ୍ଦେଶଖାଲି ହିଂସା ଏବଂ ମହିଳାଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ମାମଲା...

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

ଘର ଛାଡ଼ିବେନି ସଲମାନ୍‌

ବମ୍ବେ: ବଲିଉଡ୍‌ର ତିନି ଖାନ୍‌ଙ୍କ ମଧ୍ୟରୁ ସଲମାନ୍‌ଙ୍କ ଲୋକପ୍ରିୟତା କାହିଁରେ କେତେ। ଏଯାଏ କୁଆଁରା ଥିବା ଏହି ଅଭିନେତାଙ୍କ ପୁରୁଷ ଅପେକ୍ଷା ମହିଳା ପ୍ରଶଂସକଙ୍କ ତାଲିକା...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri