କରୋନାରେ ଏହି ପ୍ରସିଦ୍ଧ ଅଭିନେତା ଭାଇଙ୍କ ପରଲୋକ

ବଲିଉଡ୍‌ ଅଭିନେତା ଦିଲୀପ କୁମାରଙ୍କ ସାନ ଭାଇ ଅସଲମ ଖାନଙ୍କର ମୃତ୍ୟୁ ଘଟିଛି। ସେ କରୋନା ପଜିଟିଭ ଥିଲେ। ତାଙ୍କୁ ୮୦ ବର୍ଷ ହୋଇଥିଲା।ଅସଲମଙ୍କ ବଡ ଭାଇ ଇଶାନ ଖାନ ମୁମ୍ବାଇର ଲୀଲାବତୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ ଶନିବାରଠାରୁ ସେ ଆଇସିୟୁରେ ଥିଲେ। ଭାଇଙ୍କ ଦେହାନ୍ତ ପରେ ଦିଲୀପ କୁମାର ଏବଂ ତାଙ୍କ ପରିବାର ଭାଙ୍ଗି ପଡିଛନ୍ତି। ଇଶାନ ଏବଂ ଅସଲମଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ପରେ ଦିଲୀପ କୁମାରଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ସାଇରା ବାନୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅଭିନେତା ଦିଲୀପ କୁମାର ଉଭୟ ଭାଇଙ୍କଠାରୁ ଅଲଗା ରୁହନ୍ତି ତେଣୁ ତାଙ୍କ ପାଇଁ କୌଣସି ବିପଦ ନାହିଁ। ୍‌ଦିଲୀପ କୁମାରଙ୍କୁ ୯୭ ବର୍ଷ। ସେ ତାଙ୍କ ସାଇରା ବାନୁଙ୍କ ତତ୍ତ୍ୱାବଧାନରେ ରୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢିଲା ମିକା ସିଂଙ୍କ ସୁରକ୍ଷା

ମୁମ୍ବାଇ,୩୧ ।୫: ପଞ୍ଜାବର ଜଣାଶୁଣା ଗାୟକ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରି ଦେଇଛି । ତେବେ ସିଦ୍ଧୁଙ୍କୁ ହତ୍ୟା କରାଯିବା...

ଭାରତରୁ ମାଲାୟାଲମ୍‌ ଫିଲ୍ମ ‘ଜଲିକଟ୍ଟୁ’ ୯୩ତମ ଓସ୍କାର ଆଓ୍ବାର୍ଡ ପାଇଁ ମନୋନୀତ

ମୁମ୍ବାଇ: ୯୩ତମ ଓସ୍କାର ଆଓ୍ବାର୍ଡ ପାଇଁ ଭାରତ ପକ୍ଷରୁ ମାଲାୟାଲମ୍‌ ଫିଲ୍ମ ‘ଜଲିକଟ୍ଟୁ’କୁ ମନୋନୀତ କରାଯାଇଛି। ଭାରତରୁ ଜଲିକଟ୍ଟୁ ବ୍ୟତୀତ ଅନ୍ୟ ଅନେକ ପିଲ୍ମ ଓସ୍କାର...

ମନ୍ନତରେ ତ୍ରିରଙ୍ଗା ଉଡାଇଲେ ଶାହରୁଖ

ସମଗ୍ର ଦେଶ ପାଳନ କରୁଛି ୭୬ ତମ ସ୍ବାଧୀନତା ଦିବସ। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉତ୍ସବକୁ ଆଜାଦୀ କା ଅମୃତ ମହୋତ୍ସବ ଭାବେ...

ପୁଣି ଚର୍ଚ୍ଚାରେ ଅମିତାଭ ବଚ୍ଚନଙ୍କ ନାତୁଣି ନବ୍ୟା

ସାରା ଦେଶରେ କରୋନା ଭାଇରସକୁ ନେଇ ଲକଡାଉନ ଜାରି ହୋଇଛି। ଏହି ସମୟରେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ କଳାକାରମାନେ ସୋସିଆଲ ମିଡିଆ ମାଧ୍ୟମରେ...

ଏହି ସୁପରଷ୍ଟାରଙ୍କ ପୁଅ କରୋନା ପଜିଟିଭ

ସାଉଥ୍‌ ଫିଲ୍ମର ସୁପରଷ୍ଟାର ଚିରଞ୍ଜୀବୀଙ୍କ ପୁଅ ରାମ ଚରଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଏବେ ସେ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ନିକଟରେ...

ଛାଡ଼ପତ୍ର ପରେ ମଧ୍ୟ ବଦଳିନାହିଁ ସମ୍ପର୍କ: ସୁଜୈନ ଏବଂ ପିଲାଙ୍କ ସହ ମୁଭି ଡେଟ୍‌ରେ ହ୍ରିତିକ୍‌

ମୁମ୍ବାଇ: ଅଭିନେତା ତଥା ସୁପରଷ୍ଟାର ହ୍ରିତିକ୍‌ ରୋଶନ ଜଣେ ଭଲ ଅଭିନେତା ସାଙ୍ଗକୁ ଭଲ ପୁତ୍ର ଏବଂ ପିତା ମଧ୍ୟ। ପିତା ରାକେଶ ରୋଶନଙ୍କ ସ୍ବାସ୍ଥ୍ୟ...

ଓଟିଟିରେ ରିଲିଜ୍‌ ହେବ ‘ଡକ୍ଟର ଷ୍ଟ୍ରେଞ୍ଜ୍‌’

ହଲିଉଡ୍‌ ଫିଲ୍ମ ‘ଡକ୍ଟର ଷ୍ଟ୍ରେଞ୍ଜ୍‌’: ମେଲ୍ଟିଭର୍ସ ଅଫ ମେଡନେସ’ ମେ’୬ରେ ସିନେମା ହଲ୍‌ରେ ରିଲିଜ୍‌ ହୋଇଥିଲା। ଯାହାକୁ ଦେଖିବା ପାଇଁ ଫିଲ୍ମ ହଲ୍‌ରେ ଦର୍ଶକଙ୍କ ଭିଡ...

ଏହି ବଲିଉଡ୍‌ ନାୟକଙ୍କ ପ୍ରେମରେ ପଡିଥିଲେ କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କ୍ରିତି ସାନନ ୨୦୧୪ରେ ଫିଲ୍ମ ହିରୋପନ୍ଥି ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ। ୩୦ ବର୍ଷରେ ପଦାର୍ପଣ କରିଥିବା ଏହି ନାୟିକା ଇଞ୍ଜିନିୟରିଂରେ...

Advertisement
Archives

Model This Week