ଦିଲୀପ ରଥ ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡକୁ ମନୋନୀତ

ଭୁବନେଶ୍ୱର: ଜାତୀୟ ଦୁଗ୍ଧ ବିକାଶ ବୋର୍ଡ (ଏନ୍‌ଡିଡିବି)ର ଅଧ୍ୟକ୍ଷ ଦିଲୀପ ରଥଙ୍କୁ ୨ ନଭେମ୍ବର ୨୦୨୦ରେ ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡକୁ ମନୋନୀତ କରାଯାଇଛି। ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡର ସାଧାରଣ ବୈଠକରେ ଏହା ସମ୍ପନ୍ନ ହୋଇଛି। ସେ ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ବୋର୍ଡ ସହ ଗତ ୧୦ ବର୍ଷ ଧରି ଭାରତୀୟ ଜାତୀୟ କମିଟି ସଦସ୍ୟ ସଚିବ ଭାବେ ଜଡିତ ରହିଛନ୍ତି। ଏହି ଅବସରରେ ରଥ କହିଛନ୍ତି, ଭାରତୀୟ ଦୁଗ୍ଧ ଅଭିଜ୍ଞତାକୁ ବିଶ୍ୱର ଅନ୍ୟ ଦେଶଗୁଡିକୁ ଜଣାଇବା ଦିଗରେ ସହାୟକ ହେବ। ଜାତିସଂଘ ପକ୍ଷରୁ ନିର୍ଦ୍ଧାରଣ କରାଯାଇଥିବା ସ୍ଥାୟୀ ଲକ୍ଷ୍ୟ ପୂରଣ କ୍ଷେତ୍ରରେ କାର୍ଯ୍ୟ କରିବାର ଅବସର ମିଳିବ ବୋଲି ସେ ମତ ଦେଇଛନ୍ତି। ୨୦୨୨ରେ ଭାରତରେ ଓ୍ବାଲର୍‌ଡ ଡାଏରୀ ସମ୍ମିଳନୀ ନୂଆଦିଲ୍ଲୀରେ ଆୟୋଜନ କରାଯିବ। ଏଥିରେ ୫୫ଟି ଦେଶର ୧୦୦୦ରୁ ଊର୍ଦ୍ଧ୍ୱ ବିଶେଷଜ୍ଞ, ଏକାଡେମିସିଆନ ଏବଂ ଡାଏରୀ ପେସାଦାରମାନେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଜାତୀୟ କମିଟି , ଅନ୍ତର୍ଜାତୀୟ ଦୁଗ୍ଧ ଫେଡେରେଶନ ଏବଂ ଏନ୍‌ଡିଡିବି ମଧ୍ୟରେ ସମନ୍ବୟ ରକ୍ଷା ଲାଗି ଭାରତ ସରକାରଙ୍କ ମସତ୍‌ୟ ସମ୍ପଦ, ପଶୁପାଳନ ଏବଂ ଦୁଗ୍ଧ ମନ୍ତ୍ରଣାଳୟ କାର୍ଯ୍ୟ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳପଥ ପକ୍ଷରୁ ସ୍ବଚ୍ଛତା ପକ୍ଷ ପାଳନ

ଭୁବନେଶ୍ୱର,୧୯।୯: ଭାରତୀୟ ରେଲଓ୍ବେର ପୂର୍ବତଟ ରେଳପଥ ପକ୍ଷରୁ ସେପ୍ଟେମ୍ବର ୧୬ ରୁ ୩୦ ପର୍ଯ୍ୟନ୍ତ ସ୍ବଚ୍ଛତା ପକ୍ଷ ପାଳନ କରାଯାଉଛି। ସରକାରଙ୍କ କୋଭିଡ୍‌ କଟକଣା ଓ...

କୋଟିପତି ଟିକସଦାତାଙ୍କ ସଂଖ୍ୟାରେ ୨୦% ବୃଦ୍ଧି

ନୂଆଦିଲ୍ଲୀ,୧୩-୧୦: ୨୦୧୮-୧୯ ଆସେସମେଣ୍ଟ ବର୍ଷରେ ଦେଶ ମଧ୍ୟରେ କୋଟିପତି ଟିକସଦାତାଙ୍କ ସଂଖ୍ୟା ୨୦% ବୃଦ୍ଧି ଘଟିଥିବା ଆୟକର ବିଭାଗ ପକ୍ଷରୁ ସୂଚନା ରହିଛି। କୋଟିପତି ଟିକସଦାତାଙ୍କ...

ୱାନ୍‌ପ୍ଲସ୍‌ର ନୂତନ ଉତ୍ପାଦ

ଭୁବନେଶ୍ୱର,୧।୯:ବିଶ୍ୱସ୍ତରୀୟ ମୋବାଇଲ ଟେକ୍ନୋଲୋଜି ବ୍ରାଣ୍ଡ୍‌ ୱାନ୍‌ପ୍ଲସ୍‌ ନିକଟରେ ୱାନ୍‌ ପ୍ଲସ୍‌ ଗ୍ରୀଷ୍ମକାଳୀନ ଉତ୍ପାଦ ଉନ୍ମୋଚନ କାର୍ଯ୍ୟକ୍ରମ ଆୟୋଜନ କରିଥିଲା। ଉକ୍ତ କାର୍ଯ୍ୟକ୍ରମରେ କମ୍ପାନୀର ବହୁ ପ୍ରତୀକ୍ଷିତ...

ଶୀଘ୍ର ଖର୍ଚ୍ଚ ହେଉଛି କି ଫୋନ୍‌ର ଇଣ୍ଟରନେଟ୍‌ ଡାଟା ? ଆଜି ହିଁ ବଦଳାନ୍ତୁ ଏସବୁ ସେଟିଂ

କରୋନା କାଳରେ ବଢ଼ିଛି ଇଣ୍ଟରନେଟ ଖର୍ଚ୍ଚ। ଏଣୁ ଡାଟା ଶେଷ ହେବା ପ୍ରମୁଖ ଚିନ୍ତାର କାରଣ ସାଜେ। ଆଜିକାଲି ସବୁକିଛି ପାଇଁ ଇଣ୍ଟରନେଟ୍‌ ଡାଟା ଆବଶ୍ୟକ।...

ସମ୍ବଲପୁରରେ ଆକାଶ ବାଇଜୁସ୍‌ର ସେଣ୍ଟର

ଭୁବନେଶ୍ୱର୧୩।୪: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆକାଶ ବାଇଜୁସ୍‌ ପକ୍ଷରୁ ଓଡ଼ିଶା କ୍ଷେତ୍ରରେ ଆଉ ଏକ ସେଣ୍ଟରର ଶୁଭାରମ୍ଭ କରାଯାଇଛି। ଏପରିକି ସମ୍ବଲପୁର ନିକଟସ୍ଥ ଅଇଁଠାପାଲିଠାରେ...

ନୋକିଆ ୮୨୧୦ ୪ଜି ଉନ୍ମୋଚିତ

ନୂଆଦିଲ୍ଲୀ ,୭।୮: ଏଚ୍‌ଏମ୍‌ଡି ଗ୍ଲୋବାଲ ପକ୍ଷରୁ ଭାରତରେ ନୂଆ ନୋକିଆ ୮୨୧୦ ୪ଜିକୁ ଉନ୍ମୋଚନ କରାଯାଇଛି। ଏହା ହେଉଛି ସ୍ମରଣୀୟ ଡିଜାଇନ୍‌, ଦୀର୍ଘସ୍ଥାୟିତ୍ୱ ଓ ଲମ୍ବା...

ବେଦାନ୍ତ ଆଲୁମିନିୟମର ସ୍ବତନ୍ତ୍ର ଅଭିଯାନ

ଭୁବନେଶ୍ୱର,୧୨।୮: ବେଦାନ୍ତ ଆଲୁମିନିୟମ ପକ୍ଷରୁ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀର ଓଡ଼ିଶା ଓ ଛତିଶଗଡ଼ ୟୁନିଟ କାର୍ଯ୍ୟ ପରିସରରେ ଏକ ସ୍ବତନ୍ତ୍ର...

‘ନିବେଶକଙ୍କୁ ଆକୃଷ୍ଟ କରୁଛି ମ୍ୟୁଚୁଆଲ ଫଣ୍ଡ’

ନୂଆଦିଲ୍ଲୀ,୭ା୧: ବର୍ତ୍ତମାନ ସମୟରେ ମ୍ୟୁଚୁଆଲ ଫଣ୍ଡ ଅବସର ଯୋଜନାଠାରୁ ଆରମ୍ଭକରି ପିଲାମାନଙ୍କ ଜରୁରିକାଳୀନ ଆବଶ୍ୟକତା ପର୍ଯ୍ୟନ୍ତ ସେବା ଓ ସୁବିଧା ଯୋଗାଉଛି। ବିଶେଷ କରି ଏହି...

Advertisement
Archives

Model This Week