ଟିକେଟ୍‌ ଫାଇନାଲ! ରାଉରକେଲାରୁ ନିର୍ବାଚନ ଲଢିବେ ଦିଲ୍ଲୀପ ରାୟ: ଜୁଏଲ

ଭୁବନେଶ୍ୱର,୯।୪: ରାଉରକେଲା ଆସନ ପାଇଁ ଭାଜପା ପ୍ରାର୍ଥୀ ହେବେ ଦିଲ୍ଲୀପ ରାୟ। ଦିଲ୍ଲୀପଙ୍କ ପ୍ରାର୍ଥିତ୍ୱ ଚୂଡ଼ାନ୍ତ ହୋଇଥିବା ବରିଷ୍ଠ ନେତା ଜୁଏଲ ଓରାମ ମଙ୍ଗଳବାର କହିଛନ୍ତି। ଜୁଏଲ କହିଛନ୍ତି। ଦିଲ୍ଲୀପଙ୍କ କୋର୍ଟ ମାମଲାକୁ ଅପେକ୍ଷା କରାଯାଇଥିଲା। ଆସନ୍ତାକାଲି ଭିତରେ ଦିଲ୍ଲୀପଙ୍କ ଟିକେଟ୍‌ ଘୋଷଣା ହେବ। ରାଉରକେଲାରୁ ଦିଲୀପ ପ୍ରାର୍ଥୀ ହେବା ନିଶ୍ଚିତ, କେବଳ ଘୋଷଣା ବାକି ରହିଛି ବୋଲି ଜୁଏଲ କହିଛନ୍ତି।

ନିର୍ବାଚନ ଲଢିବାକୁ ନେଇ କୋର୍ଟଙ୍କ ଅନୁମତି ପରେ ରାଜ୍ୟର ବରିଷ୍ଠ ନେତା ଦିଲ୍ଲୀପ ରାୟ ଭାଜପାରେ ସାମିଲ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିସହ ତାଙ୍କୁ ଦଳ ରାଉରକେଲା ବିଧାନସଭା ଆସନରୁ ଟିକେଟ ଦେଇପାରେ ବୋଲି କୁହାଯାଉଛି। ରାଉରକେଲା ବିଧାନସଭା ଆସନ ପାଇଁ ଭାଜପା ଏ ଯାଏ ପ୍ରାର୍ଥୀ ଘୋଷଣା କରିନି ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନ ମୋଡରେ ବିଜୟ ଥଲାପଥି: ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୭।୮: କେନ୍ଦ୍ର ସରକାର ସୀମା ନିର୍ଦ୍ଧାରଣ ବିଲ ପୁନଃଆଗତ କରିପାରନ୍ତି ବୋଲି ଆଲୋଚନା ହୋଇଛି। ତାମିଲନାଡୁରେ ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। କେନ୍ଦ୍ର…

ଦେଶୀ ମଦରେ ଅପମିଶ୍ରଣ ଅଭିଯୋଗ:ନିରପେକ୍ଷ ତଦନ୍ତ ଦାବି କଲା କଂଗ୍ରେସ

ଭଞ୍ଜନଗର, ୭।୮ (ବାବୁଲା ପ୍ରଧାନ):ଗଞ୍ଜାମ ଜିଲାର ବିଭିନ୍ନ ଦେଶୀ ମଦ ଭାଟିରେ ଅପମିଶ୍ରିତ ଓ ନକଲି ମଦ ପ୍ରସ୍ତୁତ ହେଉଥିବା ନେଇ ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ)…

ରାସ୍ତାକଡ଼ରେ ଗର୍ଜନ କରୁଥିଲା ୧୨ ଫୁଟ ଲମ୍ବର ଅହିରାଜ, ଯୁବକ ଦେଖିବା ପରେ…

ଦିଗପହଣ୍ଡି,୭ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୩ ନଂ ଓ୍ବାର୍ଡ ପିଏଚ୍‌ଡି ରୋଡ୍‌ କେନାଲ କଡ଼ ମୋବାଇଲ ଟାଓ୍ବାର ନିକଟରୁ୍‌ ପ୍ରାୟ ୧୨ ଫୁଟ…

ପାଣି ଘେରରେ ତେରେସିଂହା ବସ୍ତି ସ୍କୁଲ-ଅଙ୍ଗନବାଡି କେନ୍ଦ୍ର: ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି ପାଠପଢା

କର୍ଲାମୁଣ୍ଡା,୭।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଳକର ତେରେସିଂହା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ନାହିଁ ନ ଥିବା ଅସୁବିଧା ଦେଖିବାକୁ ମିଳୁଛି I ବିଦ୍ୟାଳୟ…

ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିଲା ଫାଇବର ବୋଝେଇ ପିକ୍‌ଅପ୍‌

ମୋହନା,୭ା୮(ମନ୍ମଥ ମିଶ୍ର): ପୁଣି ଭୀମଦଲି ଘାଟିରେ ଭାରସାମ୍ୟ ହରାଇ ଏକ ପଥରକୁ ଧକ୍କା ଦେଇ ରାସ୍ତା ତଳକୁ ଖସିପଡ଼ିଛି ପିକ୍‌ଅପ୍‌। ଦୁର୍ଘଟଣାରେ ଡ୍ରାଇଭର ଆହତ ହୋଇଥିବା ବେଳେ…

ମୋହନ ଭାଗବତ Gen Zଙ୍କୁ ନେଇ ଦେଇଥିବା ବୟାନ ପରେ ରାଜନୀତି ହେଲା ସରଗରମ, ଏବେ RSS ମୁଖ୍ୟ କହିଲେ: ‘ଏହା ଉନ୍ନତି ପାଇଁ…’

ନୂଆଦିଲ୍ଲୀ,୭।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବକ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି ଯେ ସଂରକ୍ଷଣ ସ୍ଥାୟୀ ବ୍ୟବସ୍ଥା…

ମୋ ସମୁଦିଙ୍କୁ ଫାଶୀ ଦେଇଦିଅ…କାନ୍ଦି କାନ୍ଦି ଏମିତି କାହିଁକି କହିଲେ ଭାଜପା ବିଧାୟକ

ଲକ୍ଷ୍ନୌ,୭।୮: ୟୁପିରେ ଜଣେ ଭାଜପା ବିଧାୟକଙ୍କ ସମୁଦି ଅନୁଜ ତ୍ରିବେଦୀ ଏବଂ ଜ୍ୱାଇଁଙ୍କ ନାଁରେ ମିଥ୍ୟା ପ୍ରଲୋଭନରେ ବିବାହ କରି ମହିଳାଙ୍କୁ ଠକିବା ଏବଂ ନଗଦ ଟଙ୍କା…

ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଧାରଣାରେ ବସିଲେ ଶିକ୍ଷକ

ବଲାଙ୍ଗୀର,୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଓଡ଼ିଶା ସ୍କୁଲ-କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ କମିଟି ପକ୍ଷରୁ ଶୁକ୍ରବାର ବିଭିନ୍ନ ଦାବି ନେଇ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri