ଆଇନ ମନ୍ତ୍ରୀଙ୍କୁ ଭେଟିଲେ ଦିଲ୍ଲୀପ ରାୟ

ଭୁବନେଶ୍ୱର,୨୪।୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲ୍ଲୀପ ରାୟ। ଉଭୟଙ୍କ ମଧ୍ୟରେ ଅଧଘଣ୍ଟାରୁ ଅଧିକ ସମୟ ଆଲୋଚନା ହୋଇଥିବା ଜଣା ପଡ଼ିଛି।ଦିଲ୍ଲୀପଙ୍କ ସହ ପାରିବାରିକ ସମ୍ପର୍କ ରହଥିବା ଆଇନ ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ, ତାଙ୍କ ବାାପା ବିଶ୍ବଭୂଷଣଙ୍କୁ ମଧ୍ୟ ଦିଲ୍ଲୀପ ଭେଟିଛନ୍ତି ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସୁଧା ଯୋଜନା: ଲୋକଙ୍କୁ ମିଳୁନାହିଁ ପାଣି

କର୍ଲାମୁଣ୍ଡା,୯ା୫(ପ୍ରଦୀପ କୁମାର ସାହୁ): ସରକାର ସମସ୍ତଙ୍କୁ ପିଇବାପାଣି ଯୋଗାଇବା ନିମନ୍ତେ ବିଭିନ୍ନ ସ୍ଥାନରେ ବସୁଧା ଯୋଜନାରେ ପାଣି ଟାଙ୍କି ନିର୍ମାଣ ପାଇଁ ଟେଣ୍ଡର ଜରିଆରେ ବ୍ୟବସ୍ଥା କରିଛନ୍ତି।…

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

ସୁବ୍ରମଣିଙ୍କୁ ନୂତନ CDS ନିଯୁକ୍ତ, ସ୍ବାମୀନାଥନ୍‌ ନୌସେନା ମୁଖ୍ୟ ନିଯୁକ୍ତ

ନୂଆଦିଲ୍ଲୀ,୯।୫: ଭାରତ ସରକାର ସଶସ୍ତ୍ର ବାହିନୀରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଘୋଷଣା କରିଛନ୍ତି। କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଏନ.ଏସ. ରାଜା ସୁବ୍ରମଣିଙ୍କୁ ନୂତନ ପ୍ରତିରକ୍ଷା ମୁଖ୍ୟ(CDS) ଭାବେ…

ସଞ୍ଜୀବ ଆରୋରା କିଏ? ଇଡି ହେପାଜତରେ ରିଅଲ ଇଷ୍ଟେଟ ଜଗତର ‘ମୁକୁଟହୀନ ସମ୍ରାଟ’ – ତାଙ୍କ ଗିରଫଦାରୀର କାରଣ ଜାଣନ୍ତୁ

ଚଣ୍ଡିଗଡ଼,୯।୫: ପଞ୍ଜାବର ସ୍ଥାନୀୟ ସରକାର ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ସଞ୍ଜୀବ ଆରୋରାଙ୍କୁ ଗିରଫ କରାଯାଇଛି। ରିପୋର୍ଟ ଅନୁଯାୟୀ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)ର ଏକ ଦଳ ଆରୋରାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri