Posted inଖେଳ

ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଅଲିମ୍ପିଆନ ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆର ସଭାପତି। ବିନା ପ୍ରତିଦ୍ବନ୍ଦ୍ୱିତାରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ପ୍ରଥମ ଓଡ଼ିଆ ଭାବେ ସେ ହକି ଇଣ୍ଡିଆର ସଭାପତି ହୋଇଥିବାରୁ ବିଭିନ୍ନ ମହଲରୁ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।
ଦିଲୀପ ତିର୍କୀ ରବିବାର ହକି ଇଣ୍ଡିଆର ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ। ସେ ଟୁଇଟ୍‌ର ଏକ ଫଟୋ ଶେୟାର କରି ଏହି ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?