Posted inଖେଳ

ଦିଲୀପ ତିର୍କୀଙ୍କୁ ପି.ଏଚ୍‌.ଡି. ସମ୍ମାନ

ନୂଆଦିଲ୍ଲୀ, ୨୩ା୧୨: କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଶ୍ରୀ ଶ୍ରୀ ୟୁନିଭର୍ସିଟି ତରଫରୁ ହକି ଇଣ୍ଡିଆ ସଭାପତି ଓ ପୂର୍ବତନ ଭାରତୀୟ ଅଧିନାୟକ, ପଦ୍ମଶ୍ରୀ ଦିଲୀପ ତିର୍କୀଙ୍କୁ ସ୍ପୋଟର୍‌ସ ସାଇନ୍ସରେ ପିଏଚ୍‌ଡି ସମ୍ମାନରେ ସମ୍ମାନିତ କରାଯାଇଛି। ତିର୍କୀ ତାଙ୍କ କ୍ୟାରିୟରରେ ଏକାଧିକ ଥର ଅଲିମ୍ପିକ୍ସ ଇଓ ବିଶ୍ୱକପ୍‌ରେ ଅଂଶଗ୍ରହଣ କରିଛନ୍ତି। ଉଭୟ ପଡ଼ିଆ ଏବଂ ପଡ଼ିଆ ବାହାରେ ତାଙ୍କ ନେତୃତ୍ୱ ଖେଳର ପ୍ରଚାର ଓ ପ୍ରସାର କ୍ଷେତ୍ରରେ ରହିଥିବା ତାଙ୍କ ପ୍ରତିବଦ୍ଧତା ପ୍ରତିଫଳିତ ହୋଇଥାଏ। ସବୁଠାରୁ ଅଧିକ ୪୧୨ ଅନ୍ତର୍ଜାତୀୟ ମ୍ୟାଚ ଖେଳିବାର ରେକର୍ଡ ତାଙ୍କ ନାମରେ ରହିଛି। ଦିଲୀପ ତିର୍କୀ ଏହା ପୂର୍ବରୁ ଖେଳ ପ୍ରତି ତାଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୨୦ରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପିଏଚ୍‌ଡି ସମ୍ମାନରେ ସମ୍ମାନିତ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ଯୋଗ ଦେଲେ ଭୁପେନ

ଗୁଆହାଟୀ,୨୨ା୨: ଆସାମ କଂଗ୍ରେସର ପୂର୍ବତନ ସଭାପତି ଭୁପେନ କୁମାର ବୋରା ରବିବାର ଆନୁଷ୍ଠାନିକ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଏକ ବଡ଼…

ସୁପର-୮ ମ୍ୟାଚ୍‌ରେ ଇଂଲଣ୍ଡର ବଡ଼ ବିଜୟ

ପାଲିକେଲ,୨୨ା୨- ଓ୍ବିଲ ଜ୍ୟାକ୍ସଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁ ଚଳିତ ଟି୨୦ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ମ୍ୟାଚ୍‌ରେ ଇଂଲଣ୍ଡ ୫୧ ରନରେ ଶ୍ରୀଲଙ୍କାକୁ ପରାସ୍ତ କରିଛି। ଇଂଲଣ୍ଡ ଦ୍ୱାରା…

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

ସ୍କୁଟିରେ ନେଉଥିଲେ ବ୍ରାଉନସୁଗାର, ପାଟ୍ରୋଲିଂବେଳେ ଯାଞ୍ଚ କରିବାରୁ…

ଭଞ୍ଜନଗର,୨୨ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଚୋରା ବ୍ରାଉନସୁଗାର କାରବାର ଅଭିଯୋଗରେ ୨ ଜଣକୁ ଗିରଫ କରିଛି। ସେମାନଙ୍କ ଠାରୁ ୫୧ ଗ୍ରାମ ବ୍ରାଉନସୁଗାର,…

କାର୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଯୁବକଙ୍କ ଜୀବନ

କେନ୍ଦୁଝର,୨୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଗୋଳବନ୍ଧ ଗ୍ରାମ ଛକ ନିକଟରେ ରବିବାର ମଧ୍ୟାହ୍ନରେ ଏକ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ: କୋର୍ଟ ଚାଲାଣ ହେଲେ ୩

ପଟାଙ୍ଗି,୨୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମାରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ମୃତ ଘଟଣାରେ ପୋଲିସ ତଦନ୍ତ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri