ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର ତାଙ୍କର ଚିକିତ୍ସା କରୁଥିବା ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ ମେ’ରେ ୯୮ ବର୍ଷ ବୟସ୍କ ଦିଲ୍ଲୀପ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇରୁ ଯାତ୍ରାମଞ୍ଚ

ସୁଧାଂଶୁ ଶେଖର ବସନ୍ତ! ଯାତ୍ରା ଜଗତର ଜଣେ ବର୍ଷୀୟାନ୍‌ ଅଭିନେତା; ଯାହାଙ୍କ ରକ୍ତରେ ଯାତ୍ରା ମିଶି ଯାଇଛି ବୋଲି କହିଲେ ଭୁଲ୍‌ ହେବନାହିଁ। ମହାକାଳପଡ଼ାର କାଂଶପାଳ...

ବିବାହ ସମୟରେ କନ୍ୟାଦାନ ପାଇଁ ମନା କରିଥିଲେ ଦିୟା, ନିଜେ କଲେ ଖୁଲାସା

ମୁମ୍ବାଇ : ଫେବୃୟାରୀ ୧୫ରେ ଅଭିନେତ୍ରୀ ଦିୟା ମିର୍ଜା ପ୍ରତିଷ୍ଠିତ ବ୍ୟବସାୟୀ ବୈଭବ ରେଖୀଙ୍କୁ ବିବାହ କରିଛନ୍ତି। ଗୁରୁବାର ସକାଳେ ଦିୟା ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ...

ଏନସିପି ନେତା ଡିପି ତ୍ରିପାଠୀଙ୍କ ପରଲୋକ

ନୂଆଦିଲ୍ଲୀ, ୨।୧: ପୂର୍ବତନ ଏମ୍‌ପି ତଥା ଏନସିପିର ବରିଷ୍ଠ ନେତା ଡିପି ତ୍ରିପାଠୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା।...

ପାଣି ଟାଙ୍କି ଉପରୁ ଡେଇଁପଡ଼ି ଛାତ୍ରୀଙ୍କ ଆତ୍ମହତ୍ୟାା

ଭୋପାଳ,୨୫।୯: ମଧ୍ୟପ୍ରଦେଶ ଶିବପୁରୀ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ଛାତ୍ରୀ ପାଣି ଟାଙ୍କି ଉପରୁ ଡେଇଁପଡ଼ି ଆତ୍ମହତ୍ୟା କରିଛନ୍ତି। ପୋଲିସ...

ମାଡ଼ି ଆସୁଛି ସଙ୍କଟ: ୬ ସପ୍ତାହରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ କୋଟି ଛୁଇଁବା ଆଶଙ୍କା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨।୮: ଭାରତରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଏପରିସ୍ଥଳରେ ଆମେରିକାର ବିଶେଷଜ୍ଞଙ୍କ ପକ୍ଷରୁ କରାଯାଇଥିବା ଦାବୀ ଲୋକଙ୍କ ମଧ୍ୟରେ କୋକୁଆ ଭୟ...

ହାଇଦ୍ରାବାଦ୍‌: ଅପହରଣ ମାମଲାରେ ପୂର୍ବତନ ମନ୍ତ୍ରୀଙ୍କୁ ପଚରାଉଚୁରା

ହାଇଦ୍ରାବାଦ୍‌,୬।୧- ପୂର୍ବତନ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରବୀଣ ରାଓ ଓ ତାଙ୍କ ଦୁଇ ଭାଇଙ୍କୁ ଅପହରଣ ପରେ ଉଦ୍ଧାର କରିଛି ହାଇଦ୍ରାବାଦ୍‌ ପୋଲିସ। ଏହାର ଘଣ୍ଟାକ ପରେ...

ଭାରତ-ପାକିସ୍ତାନ ସୀମା ମଧ୍ୟରେ ରହିଛି ବାବା ଦିଲ୍ଲୀପ୍‌ ସିଂଙ୍କ ଦରଘା: ଆସନ୍ତି ଦୁଇଦେଶର ଶ୍ରଦ୍ଧାଳୁ

ଜମ୍ମୁ,୨୦।୬: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ତେବେ ଜମ୍ମୁରେ ଥିବା ବାବା ଦିଲ୍ଲୀପ ସିଂଙ୍କ ଦରଘାକୁ ଉଭୟ ଦେଶର ଶ୍ରଦ୍ଧାଳୁ...

ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି ରାହୁଲ କହିଲେ…

ନୂଆଦିଲ୍ଲୀ,୯ା୨: କଂଗ୍ରେସର ପୂର୍ବତନ ସଭାପତି ତଥା ଏମ୍‌ପି ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କ ‘ଆତ୍ମନିର୍ଭର ଭାରତ’କୁ ଟାର୍ଗେଟ କରିଛନ୍ତି। ସେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରି...

Advertisement
Archives

Model This Week