ଦିଲ୍ଲୀପ କୁମାର ହେଲେ ସଦର ବ୍ଲକ ଉପାଧ୍ୟକ୍ଷ

କେନ୍ଦୁଝର,୨୩ା୩(ସ୍ବ.ପ୍ର.): ସଦର ବ୍ଲକ ଉପାଧ୍ୟକ୍ଷ ଭାବେ ଦିଲ୍ଲୀପ କୁମାର ବେହେରା ନିର୍ବାଚିତ ହୋଇଛନ୍ତି। ୨୧ ପଞ୍ଚାୟତ ବିଶିଷ୍ଟ ଏହି ବ୍ଲକର ଡିମ୍ବୋ ପଞ୍ଚାୟତର ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ଏଣୁ ନିର୍ଦ୍ୱନ୍ଦ୍ୱରେ ବିଜୟୀ ହୋଇଛନ୍ତି। ଦଳୀୟ ନେତୃବୃନ୍ଦ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ସୁକାନ୍ତି, ଧନେଶ୍ୱର ଏବେ ସୁଖଦୁଃଖର ସାଥୀ

ଆରଡ଼ି,୯।୩(ଡି.ଏନ.ଏ.)-ସମାଜରେ ସୁସ୍ଥ ଲୋକଙ୍କ ପରି ଜୀବନ ବିତାଇବାକୁ ୨୦୧୭ରେ ବୈଦିକ ରୀତିରେ ବିବାହ କରିଥିଲେ। ୭ ମାସ ତଳେ ସେମାନଙ୍କ କୋଳ ମଣ୍ଡନ କରିଛି ଏକ...

କଳା, ସଂସ୍କୃତି ସଭ୍ୟତାର ପରିଚୟ ଦେଇଥାଏ

ବିନିକା,୪ା୨(ଡି.ଏନ୍‌.ଏ) ସୁବଣ୍ଣର୍ର୍ପୁର ଜିଲା ବିନିକା ପାପକ୍ଷୟ ଲୋକ ମହୋତ୍ସବର ସୋମବାର ଥିଲା ତୃତୀୟ ସନ୍ଧ୍ୟା ା ଉତ୍ସବରେ ରାଜ୍ୟ ପରିବହନ ଓ ଯୋଜନା ସମନ୍ବୟ ମନ୍ତ୍ରୀ...

ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ...

ଛେଣ୍ଡିପଦା ଥାନାରେ ନୂତନ ଅଧିକାରୀଙ୍କ ଯୋଗଦାନ

ଛେଣ୍ଡିପଦା,୨୭।୬(ଡି.ଏନ୍‌.ଏ.)- ଅନୁଗୋଳ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଛେଣ୍ଡିପଦା ଥାନାର ନୂତନ ଅଧିକାରୀ ଭାବେ ଇନସ୍ପେକ୍ଟର ସତ୍ୟବ୍ରତ ରାଉତ ଗୁରୁବାର ଯୋଗଦାନ କରିବା ସହ କାର୍ଯ୍ୟଭାର...

ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ ଉଠିଲା

ମୁରିବାହାଲ, ୨୩ା୫(ଡି.ଏନ.ଏ.): ବଲାଙ୍ଗୀର ଜ଼ିଲା ମୁରିବାହାଲ ପଞ୍ଚାୟତ ସମିତିର ତ୍ରୈମାସିକ ବୈଠକ ସୋମବାର ବ୍ଲକ ସଭା ଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତ ସମିତି ଅଧ୍ୟକ୍ଷ ହରିବନ୍ଧୁ...

ରାଗିଂ ବନ୍ଦ ଦାବିରେ ପ୍ରତିବାଦ

ବ୍ରହ୍ମପୁର ଅଫିସ,୨୨ା୧୧: ଶିକ୍ଷାନୁଷ୍ଠାନରେ ରାଗିଂ ବନ୍ଦକରିବା ଦାବିରେ ଏସ୍‌ଏଫ୍‌ଆଇ (ଷ୍ଟୁଡେଣ୍ଟ ଫେଡେରଶନ ଅଫ ଇଣ୍ଡିଆ)ଓ ଡିୱାଇଏଫ୍‌ଆଇ (ଭାରତର ଗଣତାନ୍ତ୍ରିକ ଯୁବ ଫେଡେରେଶନ) ପକ୍ଷରୁ କମାପଲୀଠାରେ ପ୍ରତିବାଦ...

ସୁବର୍ଣ୍ଣପୁରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା

ସୋନପୁର,୫।୬(ନି.ପ୍ର.)-ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶୁକ୍ରବାର ସୁବର୍ଣ୍ଣପୁରର ବିଭିନ୍ନ ମନ୍ଦିରରେ ଶ୍ରୀଜୀଉଙ୍କ ସ୍ନାନଯାତ୍ରା ପାଳିତ ହୋଇଯାଇଛି । ଏଥିପାଇଁ ସହରର ଗଡଭିତର ଜଗନ୍ନାଥ ମନ୍ଦିର, ଘୋଡାଘାଟପଡାର ଦଧିବାମନ...

ଗାଡ଼ି ଯାଞ୍ଚ ବେଳେ ଜବତ ହେଲା ଗଞ୍ଜେଇ

ଏମ୍‌ଭି-୭୯,୬।୫(ଡି.ଏନ୍‌.ଏ.): ମାଲାକାନଗିରି ଜିଲା କାଲିମେଳା ବ୍ଲକ ଅଧୀନ ଏମ୍‌ଭି-୭୯ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଗଞ୍ଜେଇ ଜବତ ହୋଇଛି। ଏକ ବାଇକ୍‌(ଓଡି୩୩ଏଡି-୩୧୭୭)ରେ ୨ଜଣ ଯୁବକ...

Advertisement
Archives

Model This Week