ଭାଜପା ପ୍ରାର୍ଥୀ ତାଲିକା: ରାଉଲକେଲାରୁ ଲଢିବେ ଦିଲ୍ଲୀପ ରାୟ

କରିଛି। ରାଉଲକେଲାରୁ ଭାଜପା ଦିଲ୍ଲୀପ ରାୟଙ୍କୁ ଟିକେଟ୍‌ ଦେଇଛି। ଦିଲ୍ଲୀପ ରାୟ ଭାଜପାରୁ ପ୍ରାର୍ଥୀ ହୋଇଥିବା ବେଳେ ବିଜେଡି ସାରଦା ପ୍ରସାଦ ନାୟକଙ୍କୁ ଟିକେଟ୍‌ ଦେଇଛି। ଏଭଳି ସ୍ଥିତିରେ ରାଉଲକେଲା ନିର୍ବାଚନମଣ୍ଡଳୀରେ ବିଗ୍‌ ଫାଇଟ୍‌ ହେବ ବୋଲି ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

୨୦୧୯ରେ ନିର୍ବାଚନ ଲଢି ନ ଥିବା ପୂର୍ବତନ ମନ୍ତ୍ରୀ ଦିଲ୍ଲୀପ ରାୟ ଏଥର ନିର୍ବାଚନ ଲଢିବେ। ରାଉରକେଲାରୁ ଦିଲ୍ଲୀପ ରାୟ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି। ୧୯୮୫ ଓ ୧୯୯୦ରେ ଜନତା ଦଳ ଟିକେଟରେ ସେ ବିଜୟୀ ହୋଇଥିଲେ। ୨୦୧୪ରେ ସେ ଏହି ଆସନରୁ ଭାଜପା ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

ପାଟଣାରୁ ଅଖିଲ ଚନ୍ଦ୍ର ନାୟକ, ସାରସକଣାରୁ ଭାଦବ ହାଁସଦା, ରାଇରଙ୍ଗପୁରରୁ ଜୋଲେନ ବରଦା, ବାଙ୍ଗିରିପୋଷିରୁ ସଞ୍ଜଳୀ ମୁର୍ମୁଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କରଞ୍ଜିଆରୁ ପଦ୍ମଚରଣ ହାଇବ୍ରୁ, ଝରିଗାଁରୁ ନରସିଂହ ଭତ୍ରା, ଡାବୁଗାଁ- ସୋମନାଥ ପୂଜାରୀ, ରାଜନଗରରୁ ଲଳିତ ବେହେରା, ବାଲିକୁଦା ଏରସମାରୁ ପ୍ରାର୍ଥୀ ସତ୍ୟସାରଥି ମହାନ୍ତି ହୋଇଛନ୍ତି। ଜଗତସିଂହପୁରରୁ ଅମରେନ୍ଦ୍ର ଦାଶ, କାକଟପୁରରୁ ବାଇଧର ମଲ୍ଲିକ,
ରଣପୁରରୁ ସୁରମା ପାଢ଼ୀ, ସାନଖେମୁଣ୍ଡିରୁ ଉତ୍ତମ କୁମାର ପାଣିଗ୍ରାହୀ, ମୋହନାରୁ ପ୍ରଶାନ୍ତ ମଲ୍ଲିକ, ବିଷମକଟକରୁ ଜଗନ୍ନାଥ ନୁଣ୍ଡ୍ରୁକା ରାୟଗଡ଼ାରୁ ବସନ୍ତ ଉଲାକା, ଲକ୍ଷ୍ମୀପୁରରୁ କୈଳାସ କୁଲେସିକା, କୋଟପାଡରୁ ରୁପୁ ଭତ୍ରା, ପଟାଙ୍ଗୀରୁ ଚୈତନ୍ୟ ନନ୍ଦିବାଲି, ଚିତ୍ରକୋଣ୍ଡାରୁ ଡମ୍ବରୁ ଶିଶା ପ୍ରାର୍ଥୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?