ଏହି ଲୋକପ୍ରିୟ ଅଭିନେତାଙ୍କୁ ସମଲିଙ୍ଗୀ ଭାବୁଥିଲେ ଶାଶୁ

ଖିଲାଡି ହିରୋ ଅକ୍ଷୟ କୁମାର ବଲିଉଡ୍‌ର ଆଗଧାଡିର ଅଭିନେତାଙ୍କ ମଧ୍ୟରେ ଜଣେ। ତାଙ୍କର ପ୍ରକୃତ ନାମ ରାଜିବ ଭାଟିୟା। ଅନେକ ସୁପରହିଟ୍‌ ଫିଲ୍ମରେ ଅଭିନୟ କରିସାରିଥିବା ଅକ୍ଷୟଙ୍କ ଅଭିନୟ କ୍ୟାରିୟର ସେତେଟା ସହଜ ନ ଥିଲା। କଠିନ ପରିଶ୍ରମ ଓ ଇଚ୍ଛାଶକ୍ତି ବଳରେ ଆଜି ସେ ଏହି ସଫଳତା ପାଇପାରିଛନ୍ତି। ୧୯୯୧ରେ ଫିଲ୍ମ ‘ସୌଗନ୍ଧ’ରୁ ସେ ନିଜର ଅଭିନୟ କ୍ୟାରିୟର ଆରମ୍ଭ କରିଥିଲେ। ତେବେ ଆଶ୍ଚର୍ଯ୍ୟର କଥା ହେଲା, ଟ୍ବିଙ୍କର ଖନ୍ନାଙ୍କ ସହ ଅକ୍ଷୟଙ୍କ ବିବାହ ପୂର୍ବରୁ ଶାଶୁ ଡିମ୍ପଲ କପାଡିୟା ତାଙ୍କୁ ସମଲିଙ୍ଗୀ ଭାବୁଥିଲେ। ଏହା ଜାଣିବା ପରେ ଅକ୍ଷୟ ଶାଶୁଙ୍କ ଉପରେ ରାଗିଯାଇଥିଲେ।

କରଣ ଜୋହରଙ୍କ ଟିଭି ଶୋ’ ‘କଫି ଓ୍ବିଥ୍‌ କରଣ’ରେ ଟ୍ବିଙ୍କର ଏହି କଥା କହିଥିଲେ। ସେ କହିଥିଲେ, ବିବାହ ପୂର୍ବରୁ ଡିମ୍ପଲ ଅକ୍ଷୟଙ୍କୁ ସମଲିଙ୍ଗୀ ଭାବୁଥିଲେ। କାରଣ ତାଙ୍କର ଜଣେ ସାମ୍ବାଦିକ ବନ୍ଧୁ ତାଙ୍କୁ ଏପରି କହିଥିଲେ। ତେଣୁ ଅକ୍ଷୟଙ୍କ ସହ ଟ୍ବିଙ୍କଲଙ୍କର ବିବାହ କରାଇବା ପୂର୍ବରୁ ଡିମ୍ପଲ ତାଙ୍କ ବିଷୟରେ ଅନୁସନ୍ଧାନ ଲଗାଇଥିଲେ। ବିବାହ ପରେ ସନ୍ତାନ ପ୍ରସବ କରିବାକୁ ସକ୍ଷମ କି ନାହିଁ ବୋଲି ଡିମ୍ପଲ ଅକ୍ଷୟଙ୍କର ଜେନେଟିକ୍‌ ଯାଞ୍ଚ ମଧ୍ୟ କରାଇଥିବା ଟ୍ବିଙ୍କର କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?