Posted inଜାତୀୟ

ଭିଡିଓ ଜାରି କରି ଭାଜପା ଉପରେ ଅଭିଯୋଗ ଆଣିଲେ ଡିମ୍ପଲ

ଲକ୍ଷ୍ନୌ,୫ ।୧୨: ଉତ୍ତର ପ୍ରଦେଶର ମେନପୁରୀ ଲୋକ ସଭା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଯାଇଛି । ଏହି ଆସନରେ ସମାଜବାଦୀ ପାର୍ଟି ମେଣ୍ଟ ଓ ଶାସକ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ମୁକାବିଲା ହେଉଛି । ଏହି ଆସନରୁ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ନିର୍ବାଚନ ଲଢୁଥିବା ବେଳେ ଭାଜପାର ରଘୁରାଜ ସିଂହ ଶାକ୍ୟ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି । ଏହାରି ଭିତରେ ଡିମ୍ପଲ ଯାଦବ ଭାଜପା ଉପରେ ବଡ ଅଭିଯୋଗ ଆଣିଛନ୍ତି । ସେ କହିଛନ୍ତି ଭାଜପା ନେତା ଭୋଟରଙ୍କୁ ଟଙ୍କା ଓ ମଦ ଦେଉଛନ୍ତି । ଏହା ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଡିମ୍ପଲ ।
ସେ ଟୁଇଟ କରି ଏ ସମ୍ପର୍କରେ ନିର୍ବାଚନ କମିଶନ ଆକ୍ସନ ନିଅନ୍ତୁ ବୋଲି ଦାବି କରିଛନ୍ତି । ଟୁଇଟରେ ଡିମ୍ପଲ କହିଛନ୍ତି, ହୋଟେଲ ପାମ, ଷ୍ଟେଶନ ରୋଡ, ମୌନପୁରୀ ରାସ୍ତାରେ ଭାଜପା ନେତା ଏକାଠି ହୋଇ ନିରନ୍ତର ମଦ ଓ ଟଙ୍କା ବାଣ୍ଟି ଚାଲିଛନ୍ତି । ଏହାକୁ ଗୁରୁତର ସହ ନିଅନ୍ତୁ ନିର୍ବାଚନ କମିଶନ ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ତୁଳା ରାଶିରେ ଶୁକ୍ରଙ୍କ ପ୍ରବେଶ: ମେଷ ସମେତ ଏହି ୫ ରାଶିର ହେବ ବମ୍ଫର ରୋଜଗାର, ଘଟିବ ଯାହା କେବେ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହକୁ ପ୍ରେମ, ସୁଖ-ସୁବିଧା, ଧନ, ବୈଭବ ଓ ଐଶ୍ୱର୍ଯ୍ୟର କାରକ ବୋଲି ମନେ କରାଯାଏ। ଶୁକ୍ରଙ୍କ ରାଶି ପରିବର୍ତ୍ତନର ପ୍ରଭାବ ବିଭିନ୍ନ ରାଶି…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

ବୁଧବାରଠୁ ମଙ୍ଗଳଙ୍କ ରାଶି ପରିବର୍ତ୍ତନ: ୪ ରାଶିଙ୍କ ଭାଗ୍ୟ ଚମକିବ, ଏମାନେ ରୁହନ୍ତୁ ସାବଧାନ

ବୁଧବାର ଦିନ ମେଷଠାରୁ ମୀନ ପର୍ଯ୍ୟନ୍ତ ସମସ୍ତ ୧୨ଟି ରାଶି ପାଇଁ ଗ୍ରହ-ନକ୍ଷତ୍ର ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ରହିବ। ୨ ସେପ୍ଟେମ୍ବର ୨୦୨୬ରେ ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ…

ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍‌ରୁ ୮ ଷ୍ଟାର୍‌ ଖେଳାଳି ଆଉଟ୍‌, ପଛରେ ରହିଛି ଏହି ବଡ଼ କାରଣ!

ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା…

ଦାଦନ ଖଟିବାକୁ ପୁଣେ ଯାଇଥିଲେ ରୂପଧର: ହଠାତ୍‌ ଘଟିଲା…

ନୂଆପଡ଼ା,୨ା୯ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ତରବୋଡ ଗଁାର ଜଣେ ଶ୍ରମିକ ମହାରାଷ୍ଟ୍ରର ପୁଣେକୁ ଦାଦନ ଖଟିବାକୁ ଯାଇଥିବାବେଳେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି। ସେ…

ଫେମ୍‌ ଇଣ୍ଡିଆର ଟପ୍‌ ୨୫ରେ ଝାରସୁଗୁଡ଼ା ଏସ୍‌ପି: ଓଡ଼ିଶା ପୋଲିସ ପାଇଁ ଆଣିଲେ ଗୌରବ

ଝାରସୁଗୁଡ଼ା,୨ା୯(ଆଶିଷ ରଞ୍ଜନ ଦାଶ):ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ପକ୍ଷରୁ ପ୍ରକାଶିତ ଦେଶର ୨୫ ଜଣ ପ୍ରମୁଖ ପୋଲିସ ଅଧିକାରୀଙ୍କ ତାଲିକାରେ ଝାରସୁଗୁଡ଼ା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri