Posted inଜାତୀୟ

ଡିମ୍ପଲ ଯାଦବ କରୋନା ପଜିଟିଭ

ଲକ୍ଷ୍ନୌ,୨୨ ।୧୨: ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପତ୍ନୀ ଡିମ୍ପଲ ଯାଦବ ଓ ତାଙ୍କର ଜଣେ ଝିଅ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡିଛି । ଏମାନେ ଘରେ ନିଜକୁ ଆଇସୋଲେଟ କରି ରଖିଛନ୍ତି । ଦ୍ୱିତୀୟ ଲହରରେ ଅଖିଳେଶ ଯାଦବ କରୋନାରେ ସଂକ୍ରମିତ ହୋଇଥିବା ବେଳେ ଏଥର ଡିମ୍ପଲ ଯାଦବ କରୋନା ସଂକ୍ରମିତ ହୋଇଛନ୍ତି । କରୋନା ସଂକ୍ରମିତ ହୋଇଥିବା କଥା ଡିମ୍ପଲ ନିଜେ ସୂଚନା ଦେଇଥିବା ବେଳେ ଯେଉଁମାନେ ନିକଟ ଅତିତରେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ସମସ୍ତେ କରୋନା ଟେଷ୍ଟ କରାଇ ନେବାକୁ ଡିମ୍ପଲ କହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏପଟେ ଓମିକ୍ରନ୍ ବି ତା’ର କାୟା ବିସ୍ତାର କରିବାରେ ଲାଗିଛି । ତେଣୁ ଏ ସମୟରେ ଟିକେ ଅଧିକ ସତର୍କତା ଜରୁରୀ ବୋଲି କହୁଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?