Posted inଖେଳ

ଧୋନୀଙ୍କ ବିଶ୍ୱକପ୍‌ ବିଜୟୀ ଛକା ସହ ତୁଳନା କଲା ଆଇସିସି

ନୂଆଦିଲ୍ଲୀ,୬।୨: ଟିମ୍‌ ଇଣ୍ଡିଆ ରେକର୍ଡ ୫ମ ଥର ପାଇଁ ହାତେଇଛି ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌। ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ ଇତିହାସରେ ସବୁଠୁ ସଫଳତମ ଦଳ ଭାରତ ପୂର୍ବରୁ ୨୦୦୦, ୨୦୦୮, ୨୦୧୨ ଓ ୨୦୧୮ରେ ଟ୍ରଫି ଜିତିଥିଲା। ଆଣ୍ଟିଗୁଆର ସାର୍‌ ଭିଭିଆନ ରିଚାର୍ଡସ ଷ୍ଟାଡିୟମରେ ଆୟୋଜିତ ଇଂଲଣ୍ଡ ବିପକ୍ଷ ଫାଇନାଲକୁ ୪ ଉଇକେଟରେ ଜିତି ଭାରତୀୟ ଦଳ ଏହି ସଫଳତା ପାଇଛି। ଭାରତୀୟ ଉଇକେଟକିପର ଦୀନେଶ ବାନା ଲଙ୍ଗ ଅନ୍‌ ଅଞ୍ଚଳରେ ଛକା ଲଗାଇ ଟିମ୍‌ ଇଣ୍ଡିଆକୁ ୫ମ ଟାଇଟଲ ଦେଇଥିଲା। ତାଙ୍କ ଶଟ୍‌କୁ ସୋସିଆଲ ମିଡିଆରେ ଅନେକ କ୍ରିକେଟ ପ୍ରଶଂସକ ଶ୍ରୀଲଙ୍କା ବିପକ୍ଷ ୨୦୧୧ ବିଶ୍ୱକପ୍‌ ଫାଇନାଲରେ ଭାରତୀୟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଲଗାଇଥିବା ଛକା ସହ ଚୁଳନା କରିଛନ୍ତି। ଏପରିକି ଆଇସିସି ମଧ୍ୟ ବାନାଙ୍କ ଶଟ୍‌କୁ ଧୋନୀଙ୍କ ଛକା ସହ ତୁଳନା କରିଛି, ଯାହାର ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରାଯାଇଛି।

“ଆମେ ପୂର୍ବରୁ କେଉଁଠାରେ ଏଭଳି ସମାପ୍ତି ଦେଖିଥିଲୁ” ବୋଲି କ୍ୟାପଶନରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …

ମା’ ଭଦ୍ରକାଳୀଙ୍କ ପୀଠରୁ ଚୋରି, ହୁଣ୍ଡି ବାକ୍ସ ଭାଙ୍ଗି ଦୁର୍ବୃତ୍ତ…

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ମା’ ଭଦ୍ରକାଳୀଙ୍କ ପୀଠରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବାର ଅଭିଯୋଗ ହୋଇଛି। ଭୋର୍‌ ସମୟରେ ମା’ଙ୍କ ପୂଜା ପୂଜା…

ବେପରୁଆ ଗାଡ଼ି ଚାଳନା, ଢାବା ଉପରକୁ କାର୍ ମାଡ଼ିଯିବାରୁ ୨ମୃତ

କୁଆଁରମୁଣ୍ଡା,୬ା୪(ମହେନ୍ଦ୍ର କୁମାର ସାହୁ): ରବିବାର ବିଳମ୍ବିତ ରାତିରେ ୧୪୩ ନମ୍ବର ଜାତୀୟ ରାଜପଥର କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଯମୁନାନାକି ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଢାବା ଭିତରକୁ…

ସକାଳର ପ୍ରଥମ କିରଣ ଛୁଇଁଥିଲା ଶ୍ରୀସୂର୍ଯ୍ୟଙ୍କ ବିଗ୍ରହଙ୍କୁ…

କୋଶୋଦାସର ଶ୍ରୀପଦ୍ମକେଶର ମନ୍ଦିର ଆକ୍ରମଣର ସବିଶେଷ ଇତିହାସ ଆଲୋଚନା ଆଢ଼ୁଆଳରେ ଅଛି। ଆମେ କେବଳ ଗତ ସଂଖ୍ୟାରେ ସୂଚନା ଦେଇଥିଲୁ। ଅନୁସନ୍ଧାନ ଆମର ନୀରବ ହୋଇନାହିଁ। ଶ୍ରୀପଦ୍ମକେଶର…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

ମହେନ୍ଦ୍ରଗିରିରେ ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ ମିଳିଲା, ୩ ସାଙ୍ଗଙ୍କ ସହ ବୁଲିବାକୁ ଯାଇ…

ପାରଳାଖେମୁଣ୍ଡି,୬ା୪(ଗିରିଧାରୀ ପରିଚ୍ଛା): ମହେନ୍ଦ୍ରଗିରିରେ ନିଖୋଜ ଥିବା ପର୍ଯ୍ୟଟକଙ୍କ ମୃତଦେହ ସୋମବାର ସକାଳେ ଉଦ୍ଧାର ହୋଇଛି। ଗତକାଲି କାଳବୈଶାଖୀ ପ୍ରଭାବରେ ବିନୋଦ ଚନ୍ଦ୍ର ଜେନା ନାମକ ଜଣେ ବ୍ୟକ୍ତି…

ଗୋଠଛଡ଼ା ଦନ୍ତାର ଉପଦ୍ରବ, ଦୁଇ ଘର ଭାଙ୍ଗି…..

କେନ୍ଦୁଝର,୫।୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କଟୁପଶି ଗ୍ରାମରେ ଗୋଠଛଡା ଦନ୍ତାର ଉପଦ୍ରବ । ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଜଣଙ୍କ ଘର ଭାଙ୍ଗିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri