Posted inଖେଳ

ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ପିନ୍ଧାଇଲେ ଦିନେଶ କାର୍ତ୍ତିକ, ଭିଡିଓ ସୃଷ୍ଟି କରୁଛି ହଇଚଇ

ନୂଆଦିଲ୍ଲୀ,୫।୫: ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ ପରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ବିରାଟ କୋହଲି ଏବଂ ଦୀନେଶ କାର୍ତ୍ତିକ ପ୍ରଶଂସକଙ୍କୁ ଖୁସିର ମୁହୂର୍ତ୍ତ ଦେଇଛନ୍ତି। କୋହଲି ଗୁଜୁରାଟ ବିପକ୍ଷରେ ୨୭ବଲରେ ୪୨ ରନର ଇନିଂସ ଖେଳିଥିଲେ ଏବଂ ଆଇପିଏଲ ୨୦୨୪ରେ ସର୍ବାଧିକ ରନ ସ୍କୋରର ବ୍ୟାଟ୍ସମ୍ୟାନ ହୋଇଥିଲେ।

କୋହଲି ୧୧ ଟି ମ୍ୟାଚରେ ହାରାହାରି ୬୭.୭୫ ରେ ୫୪୨ ରନ ସଂଗ୍ରହ କରିଛନ୍ତି, ଯେଉଁଥିରେ ଗୋଟିଏ ଶତକ ଏବଂ ଚାରି ଅର୍ଦ୍ଧଶତକ ଅନ୍ତର୍ଭୁକ୍ତ। କୋହଲି ୫୦୯ ରନ ସ୍କୋର କରିଥିବା ରୁତୁରାଜ ଗାଇକୱାଡଙ୍କୁ ପଛରେ ପକାଇ ଦେଇଛନ୍ତି। ମ୍ୟାଚ ପରେ ଦିନେଶ କାର୍ତ୍ତିକ ପ୍ରସାରଣ ଦଳ ସହ କଥା ହେବା ପୂର୍ବରୁ ବିରାଟ କୋହଲିଙ୍କୁ ଅରେଞ୍ଜ କ୍ୟାପ ଦେଇଥିଲେ।
ବିରାଟ କୋହଲି କ୍ୟାପ ନେଇ ହୃଦୟରେ ହାତ ରଖି କାର୍ତ୍ତିକଙ୍କୁ ମୁଣ୍ଡ ନୁଆଁଇ ସମ୍ମାନିତ କରିଥିଲେ। ତା’ପରେ କୋହଲି ହସି ହସି ସେଠାରୁ ଚାଲିଗଲେ। ପ୍ରଶଂସକମାନେ ଏହି ମୁହୂର୍ତ୍ତକୁ ବହୁତ ପସନ୍ଦ କରିଥିଲେ ଏବଂ ଏହାର ଭିଡିଓ ଶୀଘ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଭ୍, ସେକ୍ସ ଓ ଧୋକା: ବନ୍ଧା ହେଲେ ଡାକ୍ତର

ଭୁବନେଶ୍ୱର, ୨୨।୬: ପ୍ରେମ ସମ୍ପର୍କର ଆଳରେ ଜଣେ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଗହଣା ଠକି…

ନାବାଳିକାକୁ ଜଙ୍ଗଲକୁ ନେଇ କରିଥିଲେ ବଳାତ୍କାର, ଏବେ କୋର୍ଟ ଶୁଣାଇଲେ ସଜା, ଅଭିଯୁକ୍ତଙ୍କୁ…

କଟକ,୨୨।୬(ପ୍ରଭୁ କଲ୍ୟାଣ ପାଲ୍‌): ନୃଶଂସତାର ସୀମା ପାର୍‌ । ଗାଁ ଟିୱେଲ ମୂଳରୁ ଟେକି ନେଇ ଜଙ୍ଗଲରେ ବଳାତ୍କାର। ନାବାଳିକାକୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ସଜା ଶୁଣାଇଲେ…

ଲାଲୁ ଜଣେ ବଡ଼ ଖଳନାୟକ: କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ

ପାଟନା,୨୨।୬:ବିହାର ଉପମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ପୁଣି ଥରେ ରାଷ୍ଟ୍ରୀୟ ଜନତା ଦଳ (RJD) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ପରିବାରକୁ ଟାର୍ଗେଟ୍‌ କରିଛନ୍ତି। ଲାଲୁ…

ଟେଷ୍ଟ କ୍ରିକେଟ୍‌କୁ ଫେରିବେ କି ବିରାଟ କୋହଲି, ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୨।୬: ପ୍ରଖ୍ୟାତ ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଆଘାତ ଯୋଗୁ ପଡ଼ିଆରୁ ବାଦ୍‌ ପଡ଼ିଛନ୍ତି। ଏଥିପାଇଁ ସେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ସମ୍ପ୍ରତି ଅନୁଷ୍ଠିତ…

ଷ୍ଟାର୍ମରଙ୍କ ଇସ୍ତଫା ପେରେ ଜାଣନ୍ତୁ କିଏ ହେବେ ବ୍ରିଟେନର ଆଗାମୀ ପ୍ରଧାନମନ୍ତ୍ରୀ

ଲଣ୍ଡନ,୨୨।୬: ୟୁକେ ପ୍ରଧାନମନ୍ତ୍ରୀ କୀର ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା କରିଛନ୍ତି। ଷ୍ଟାର୍ମର କହିଛନ୍ତି,…

ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପ୍ରଥମ ଥର ପ୍ରତିକ୍ରିୟା ରଖିଲେ ମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୨।୬: ଇଞ୍ଜିନିଅରିଂ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ମନ୍ତ୍ରୀ ପ୍ରତିକ୍ରିୟାରେ କହିଛନ୍ତି,…

କେନ୍ଦ୍ର ସରକାରଙ୍କ ୧୨ ବର୍ଷ , ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ: ଏହି ବିଷୟ ଉପରେ କଲେ ଆଲୋଚନା

ରାଇକିଆ,୨୨।୬(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ହରି ଓମ କଲ୍ୟାଣ ମଣ୍ଡପ ଠାରେ ସୋମବାର କେନ୍ଦ୍ର ସରକାରଙ୍କ ୧୨ ବର୍ଷ ଓ ରାଜ୍ୟ ସରକାରଙ୍କ ୨ ବର୍ଷ…

ପ୍ରକାଶ ପାଇଲା UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ, ରେଭେନ୍ସା ଆଗରେ

କଟକ,୨୨।୬: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର UG ପ୍ରଥମ ରାଉଣ୍ଡ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇଛି। ଏଥିରେ ରେଭେନ୍‌ଶା ବିଶ୍ବବିଦ୍ୟାଳୟ ଆଗରେ ରହିଛି। ରେଭେନ୍‌ଶାରେ କଳା(ରାଜନୀତି ବିଜ୍ଞାନ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri