Posted inଜାତୀୟ

ଦିନେଶ ଶର୍ମା ନିର୍ଦ୍ୱନ୍ଦ୍ୱରେ ରାଜ୍ୟ ସଭାକୁ ନିର୍ବାଚିତ

ଲକ୍ଷ୍ନୌ,୯ା୯: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଦିନେଶ ଶର୍ମା ଉତ୍ତରପ୍ରଦେଶରୁ ଭାଜପା ପ୍ରାର୍ଥୀ ଭାବେ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଆସନ୍ତା ୧୫ ତାରିଖରେ ହେବାକୁ ଥିବା ନିର୍ବାଚନ ପାଇଁ କେବଳ ଭାଜପା ନେତା ଦିନେଶ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବାରୁ ତାଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଥିବା ଘୋଷଣା କରାଯାଇଛି। ପୂର୍ବତନ ଭାଜପା ଏମ୍‌ପି ହରଦ୍ୱାର ଦୁବେଙ୍କ ପରଲୋକ ଯୋଗୁ ଉକ୍ତ ଆସନରେ ଉପନିର୍ବାଚନ ଜରୁରୀ ହୋଇଥିଲା। ଦିନେଶ ରାଜ୍ୟ ସଭା ସଦସ୍ୟ ଭାବେ ୨୦୨୬ ନଭେମ୍ବର ପର୍ଯ୍ୟନ୍ତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

ବିଶ୍ବ ପାଇଁ ବଡ଼ ବିପଦ! ଏଆଇକୁ ଅସ୍ତ୍ର କରୁଛି ଉତ୍ତର କୋରିଆ, ସାଇବର ଆକ୍ରମଣ ନେଇ ଆଲର୍ଟ!

ନୂଆଦିଲ୍ଲୀ,୧୧।୮:ବିଶ୍ୱ ସାଇବର ସୁରକ୍ଷା କ୍ଷେତ୍ରରେ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ଉତ୍ତର କୋରିଆର ସରକାରୀ ସହାୟତା ପ୍ରାପ୍ତ ହ୍ୟାକରମାନେ ବର୍ତ୍ତମାନ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ବା…

ନୂଆ ଖଣି ଆଇନ: ରାଜ୍ୟ କ୍ଷମତା ଦୁର୍ବଳ

ନୂଆଦିଲ୍ଲୀ,୧୧।୮(ପି.ଟି.): ଖଣି ଓ ଖଣିଜ ନିୟମରେ ସଂଶୋଧନ ପାଇଁ କେନ୍ଦ୍ର ସରକାର ସୋମବାର ଲୋକ ସଭାରେ ଏକ ବିଲ୍‌ ଆଗତ କରିଛନ୍ତି, ଯାହାଦ୍ୱାରା ରାଜ୍ୟ ସରକାରମାନେ ଖଣିଜ…

ବିନା ଅଗ୍ନି ନିରାପତ୍ତା ପ୍ରମାଣପତ୍ରରେ ଚାଲିଛି ହୋଟେଲ, ପୁରୀରେ….

ଭୁବନେଶ୍ୱର,୧୧।୮(ରବିନାରାୟଣ ଜେନା): ପୁରୀ ହେଉଛି ବିଶ୍ୱ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର। ଏଠାକୁ ପ୍ରତିଦିନ ବହୁ ଶ୍ରଦ୍ଧାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଧାଇଁ ଆସନ୍ତି। ଏହାବ୍ୟତୀତ…

କଲମ୍ବିଆ ଭୂମିକମ୍ପରେ ଭୟଙ୍କର କ୍ଷତି; ଏପର୍ଯ୍ୟନ୍ତ ୧୩୨ ଜଣଙ୍କ ମୃତ୍ୟୁ, ୧୫୦୦ ରୁ ଅଧିକ ଘର ନଷ୍ଟ

ବୋଗୋଟା,୧୧।୮: ରିକ୍ଟର ସ୍କେଲରେ ୭.୪ ତୀବ୍ରତାର ଏକ ଶକ୍ତିଶାଳୀ ଭୂମିକମ୍ପ କଲମ୍ବିଆରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏପର୍ଯ୍ୟନ୍ତ ୧୩୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୭୦ରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri