ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ହେଲେ ମହିଳା ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ପରେ ମହିଳା ଜଣକ ଥାନାକୁ ଆସି ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା(ନଂ.୬୭/୨୧)ରୁଜୁ କରି ତଦନ୍ତ କରିଥିଲା। ପୋଲିସର ଏକ ଟିମ୍‌ ଗାଁରେ ପହଞ୍ଚି ଯୁବକଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୂଳପତିଙ୍କ ନାଁରେ ଏତଲା ଦେଲା ସଂଘ

ସମ୍ବଲପୁର,୧୭।୫(ଡି.ଏନ୍‌.ଏ.): ସମ୍ବଲପୁର ବିଶ୍ୱବିଦ୍ୟାଳୟ କୂଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ଲଜପତ ରାୟ ଲ କଲେଜର ଆଲୁମିନି ଆସୋସିଏସନ ମଙ୍ଗଳବାର ଧନୁପାଲି ଥାନାରେ ଏତଲା ଦେଇଛନ୍ତି। ସମ୍ବଲପୁର...

ଆଜି ବନ୍ଦ ଡାକରା

ଭୁବନେଶ୍ୱର,୮।୧(ବ୍ୟୁରୋ):ରାସ୍ତାରେ ଗାଡ଼ି ଗଡ଼ିବନି। ଦୋକାନ ବଜାର, ବ୍ୟାଙ୍କ, ଶିକ୍ଷାନୁଷ୍ଠାନ ବନ୍ଦ ହେବ। ୧୨ ଦଫା ଦାବି ନେଇ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବୁଧବାର ଦେଶବ୍ୟାପୀ...

ଆଜି କ୍ୟାବିନେଟ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନ ୫ଟା ୪୫ ମିନିଟ୍‌ ସମୟରେ ମନ୍ତ୍ରୀ ପରିଷଦ ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହେବ।...

ଶୌଚ ହେବାକୁ ଯାଇ ପୋଖରୀରେ ବୁଡ଼ିଗଲେ, ବୃଦ୍ଧ ମୃତ

କଣ୍ଟାପଡ଼ା,୨୦।୧୧(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ବରାହୀପୁର ଗ୍ରାମରେ ବୁଧବାର ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ରାଜୀବ ନାୟକ(୬୦)।...

୨୦ ଘଣ୍ଟା ଘରେ ପଶି ରହିଲା ବାଘ

ମାଲକାନଗିରି,୩।୮(ସ୍ବ.ପ୍ର.): ଗୋଟିଏ ଚିତା ବାଘ ଜଣେ ଗ୍ରାମବାସୀଙ୍କ ଘରେ ପଶି ପ୍ରାୟ ୧୮ ରୁ ୨୦ ଘଣ୍ଟା ରହିଛି । ଏଭଳି ଏକ ଦୃଶ୍ୟ ଦେଖିବାକୁ...

ଜାତୀୟ ପ୍ରଶିକ୍ଷଣ ଶିବିର ପାଇଁ ଯୋଗ୍ୟତା ହାସଲ

ଅନୁଗୋଳ ଅଫିସ, ୧୨।୩: ଅନୁଗୋଳ ଜିଲାର କ୍ରିକେଟର ଶ୍ରେୟାଂଶ ଭରଦ୍ବାଜ ସର୍ବଶ୍ରେଷ୍ଠ ଖେଳ ପ୍ରଦର୍ଶନ କରି ଜାତୀୟ କ୍ରିକେଟ ପ୍ରଶିକ୍ଷଣ ଶିବିର ନିମନ୍ତେ ଯୋଗ୍ୟତା ହାସଲ କରିଛନ୍ତି।...

ମୟୂରଭଞ୍ଜର ସବୁ ପ୍ରବେଶ ପଥ ସିଲ୍‌

ବାରିପଦା ଅଫିସ, ୩୧ା୩- କରୋନାର ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ମୟୂରଭଞ୍ଜ ଜିଲାର ସମସ୍ତ ପ୍ରବେଶ ପଥକୁ ବନ୍ଦ କରି ଦିଆଯାଇଛି। ଜିଲାରେ ରହିଯାଇଥିବା...

ବନ୍ୟାକୁ ବର୍ଷେ, ମରାମତି ହେଲାନି ରାସ୍ତା

ବିଞ୍ଝାରପୁର,୧୯ା୧୨(ଡି.ଏନ.ଏ.): ଖରସ୍ରୋତା ନଦୀରେ ଗତବର୍ଷ ବନ୍ୟା ଆସି ବିଞ୍ଝାରପୁର ବ୍ଲକ ଚନ୍ଦ୍ରମୁଁ ପଞ୍ଚାୟତ ମଲ୍ଲିପୁର ଗ୍ରାମର ରାସ୍ତା ଭାଙ୍ଗିଥିଲା। ଇତିମଧ୍ୟରେ ବନ୍ୟାକୁ ବର୍ଷେ ପୂରିଥିଲେ ମଧ୍ୟ...

Advertisement
Archives

Model This Week