Posted inଖେଳ

ସ୍ବର୍ଣ୍ଣ ଜିତିବାରେ ଦୀପା ପ୍ରଥମ ଭାରତୀୟ

ତାସକେଣ୍ଟ,୨୬ା୫: ଷ୍ଟାର ଜିମ୍ନାଷ୍ଟ ଦୀପା କର୍ମାକର ପ୍ରଥମ ଭାରତୀୟ ଭାବେ ଏସିଆନ ସିନିୟର ଚାମ୍ପିୟନଶିପ୍‌ର ମହିଳା ଭଲ୍ଟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୩୦ ବର୍ଷୀୟା ଦୀପା ଉଜ୍‌ଥବେକିସ୍ତାନରେ ଅନୁଷ୍ଠିତ ପ୍ରତିଯୋଗିତାର ଅନ୍ତିମ ଦିବସରେ ଭଲ୍ଟ ଫାଇନାଲରେ ୧୩.୫୬୬ ପଏଣ୍ଟ ସ୍କୋର କରିଥିଲେ। ଉତ୍ତରକୋରିଆର କିମ୍‌ ସନ ହ୍ୟାଙ୍ଗ (୧୩.୪୬୬) ଓ ଜୋ କ୍ୟୋଙ୍ଗ ବିୟଲ (୧୨.୯୬୬) ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ଜିତିଥିଲେ।

୨୦୧୬ ରିଓ ଅଲିମ୍ପିକ୍ସ ଭଲ୍ଟ ଫାଇନାଲରେ ଚତୁର୍ଥ ହୋଇଥିଲେ। ୨୦୧୫ ସଂସ୍କରଣରେ କିନ୍ତୁ ସେ ସମାନ ଇଭେଣ୍ଟରେ ବ୍ରୋଞ୍ଜ ପଦକ ପାଇଥିଲେ। ସୂଚନାଯୋଗ୍ୟ, ୨୦୧୫ ଏସିଆନ ଚାମ୍ପିୟନଶିପ୍‌ର ବ୍ୟକ୍ତିଗତ ଫ୍ଲୋର ଏକ୍ସରସାଇଜରେ ଆଶିଷ କୁମାର ଏକ ବ୍ରୋଞ୍ଜ ପାଇଥିଲେ। ପ୍ରଣିତ ନାୟକ ମଧ୍ୟ ୨୦୧୯ ଓ ୨୦୨୨ ସଂସ୍କରଣ ଭଲ୍ଟ ଇଭେଣ୍ଟରେ ଗୋଟିଏ ଲେଖାଏଁ ବ୍ରୋଞ୍ଜ ଜତିଥିଲେ। ଡେପିଙ୍ଗ ଅପରାଧ ପାଇଁ ୨୧ ମାସ ସସ୍‌ପେଣ୍ଡ ହେବା ପରେ ଗତବର୍ଷ ଆକ୍ସନକୁ ଫେରିଥିବା ଦୀପା କିନ୍ତୁ ଆସନ୍ତା ପ୍ୟାରିସ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିପାରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସାନଖେମୁଣ୍ଡିରେ ସ୍କୁଲ ପ୍ରବେଶ ଉତ୍ସବ, ଖଡ଼ିଛୁଆଁ ପାଇଁ ବଣ୍ଟାଗଲା ନିମନ୍ତ୍ରଣ ପତ୍ର 

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ୨୦୨୬-୨୭ ଶିକ୍ଷାବର୍ଷ ପ୍ରାରମ୍ଭରେ ଶିଶୁବାଟିକା ଓ ପ୍ରଥମ ଶ୍ରେଣୀ ନାମଲେଖା ପାଇଁ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍କୁଲ ପ୍ରବେଶ…

ପୁଣି ଯୁଦ୍ଧ ଆରମ୍ଭ! ଆମେରିକାର ଯୁଦ୍ଧଜାହାଜ ଉପରେ ଆକ୍ରମଣ କଲା ଇରାନ, ସମ୍ପୂର୍ଣ୍ଣ ଧ୍ୱଂସ….

ନୂଆଦିଲ୍ଲୀ,୨୫।୩: ଇରାନ ପୁଣି ଥରେ ଭୂମଧ୍ୟସାଗରରେରେ ଆମେରିକୀୟ ଯୁଦ୍ଧଜାହାଜକୁ ଟାର୍ଗେଟ କରିଛି । ୟୁଏସଏସ ଆବ୍ରାହମ ଲିଙ୍କନକୁ ବାଲିଷ୍ଟିକ୍ ମିଶାଇଲରେ ଆକ୍ରମଣ କରି ଟାର୍ଗେଟ କରିଛି । ଭିଡିଓରେ…

ଭଞ୍ଜନଗର ଯାତ୍ରାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ଅଧିକାରୀଙ୍କୁ ନେଇ…

ଭଞ୍ଜନଗର,୨୫ା୩(ବାବୁଲା ପ୍ରଧାନ): ଏପ୍ରିଲ ୨୬ ତାରିଖରୁ ମେ’ ୨୦ ତାରିଖ ମଧ୍ୟରେ ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ହେବ। ତେଣୁ ଯାତ୍ରା କମିଟିର ମୁଖ୍ୟ ଉପଦେଷ୍ଟା…

ଦିଗପହଣ୍ଡିରେ କାଳବୈଶାଖୀ ପ୍ରଭାବ; ମୁଖ୍ୟମନ୍ତ୍ରୀ ବସ ଉପରେ ପଡ଼ିଲା ଗଛ ଡାଳ, ୪୦ ଯାତ୍ରୀ ଚିତ୍କାର….

ଦିଗପହଣ୍ଡି,୨୫ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ବୁଧବାର ଅପରାହ୍ନ ପ୍ରାୟ ସାଢ଼େ ୧ ଟାରୁ ସାଢ଼େ ୩ ଟା ଯାଏଁ…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri