ହାରିଗଲେ ଦୀପାଳି, ଝାରସୁଗୁଡ଼ାରେ ଫୁଟିଲା ପଦ୍ମ

ଝାରସୁଗଡ଼ା,୪।୬: ଝାରସୁଗୁଡ଼ାରେ ପଦ୍ମର ବଡ଼ ବିଜୟ। ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ୧୩୨୨ ଖଣ୍ଡ ଭୋଟରେ ହରାଇଛନ୍ତି ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ।

୨୦୨୪ ଲୋକସଭା ନିର୍ବାଚନ ଶେଷ ପରେ ଆଜି ଭୋଟ ଗଣତି ଜାରି ରହିଛି । ତେବେ ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ ଭାଜପା ଆଗକୁ ଆଗକୁ ମାଡ଼ି ଚାଲିଛି । ସିଟ ସଂଖ୍ୟା ତୁଳନାରେ ବିଜେଡି ବହୁ ପଛରେ ଚାଲିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଟ୍ରେନ ଦୁର୍ଘଟଣା: ‘କର୍ମଭୂମି ଏକ୍ସପ୍ରେସ’ର ୪ ବଗିରେ ଭୟଙ୍କର ନିଆଁ, ଅନେକ ଯାତ୍ରୀ ଆହତ ହୋଇଥିବା ଆଶଙ୍କା

ଚଣ୍ଡିଗଡ଼,୬।୧୧: ପଞ୍ଜାବରେ ଏକ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ଘଟିଛି। ପଞ୍ଜାବର ରାଜପୁରା ଠାରେ ‘କର୍ମଭୂମି ଏକ୍ସପ୍ରେସ’ରେ ନିଆଁ ଲାଗିଯାଇଥିଲା, ଯାହା ଟ୍ରେନର ଚାରୋଟି ବଗିକୁ ବ୍ୟାପି…

ଟିମ୍‌ଇଣ୍ଡିଆକୁ ମିଳିଗଲା ନୂଆ ସୁପରଷ୍ଟାର: ସେହ୍ବାଗ-ଦ୍ରାବିଡଙ୍କ ପୁଅ ଉପସ୍ଥିତି ସତ୍ତ୍ୱେ କଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ

ନୂଆଦିଲ୍ଲୀ,୬।୧୧: ଅଣ୍ଡର-୧୯ ଏସିଆ କପ ୨୦୨୬ରେ ଭାରତୀୟ ଯୁବ ବୋଲର ଇଶାନ ସୁଦଙ୍କଚମତ୍କାର ପ୍ରଦର୍ଶନ। ଭାରତ ଅଣ୍ଡର-୧୯ ଓ ନେପାଳ ଅଣ୍ଡର-୧୯ ମଧ୍ୟରେ ଆଲ ଆମିରାତ୍ରେ ଖେଳାଯାଉଥିବା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଦୀପକ

ବଞ୍ଚୋ,୬ା୧୧(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଗୌରବ ଆଣିଛନ୍ତି ଯୁବ ଶିକ୍ଷାବିତ୍‌ ଦୀପକ କୁଅଁର। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଓ ଉତ୍କୃଷ୍ଟ ପ୍ରଦର୍ଶନ…

ଓଜନ କମାଇବାକୁ ଚାହୁଁଛନ୍ତି କି? ଡାଏଟ୍‌ରେ ସାମିଲ୍ କରନ୍ତୁ ପ୍ରୋଟିନ୍‌, ଜାଣନ୍ତୁ କାହିଁକି ଜରୁରୀ

ଆଜିକାଲି ଓଜନ କମାଇବା ପାଇଁ ଅନେକ ଲୋକ ବ୍ୟାୟାମ ସହ ନିଜ ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଉଛନ୍ତି । କିଛି ଲୋକ ଓଜନ ହ୍ରାସ କରିବା…

ସମିତିସଭ୍ୟ ପୀତବାସ ସାହୁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୬।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ବଡପଡା ସମିତିସଭ୍ୟ ପୀତବାସ ସାହୁ ଶୁକ୍ରବାର ସକାଳେ ପରଲୋକ ଗମନ କରିଛନ୍ତି। ସେ ଆଜକୁ କିଛି ମାସ ହେବ…

କୋଟିଆକୁ ନେଇ ଆଇନ ମନ୍ତ୍ରୀଙ୍କ କଡ଼ା ବର୍ତ୍ତା, କହିଲେ ଆମେ ଚୁପ୍‌ହୋଇ…

ଭୁବନେଶ୍ୱର,୬।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଶୁକ୍ରବାର କୋଟିଆକୁ ନେଇ ଏକ କଡ଼ା ବାର୍ତ୍ତା ଦେଇଛନ୍ତି। କୋଟିଆକୁ ନେଇ ସରକାର ଆଉ ଚୁପ୍‌ ହୋଇ ବସିବେ ନାହିଁ…

Video: ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପରିବାରକୁ ଭେଟିଲେ ପ୍ରଧାନମନ୍ତ୍ରୀ; କୁନି ଝିଅ କଣ୍ଠରୁ ଶୁଣିଲେ ଭଜନ

ନୂଆଦିଲ୍ଲୀ,୬।୧୧: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନିଜ ପରିବାର ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଏହି ସମୟରେ ସୂର୍ଯ୍ୟକୁମାରଙ୍କ ପତ୍ନୀ ଦେବିଷା…

ଆଜି ଧନତେରସରେ ଶୁକ୍ରଙ୍କ ରାଶି ପରିବର୍ତ୍ତନ: ୧୬ ଦିନ ଯାଏ ୫ ରାଶିଙ୍କ ଧନଲାଭ ଯୋଗ, ଘରକୁ ଆସିବେ ଲକ୍ଷ୍ମୀ

ଆଜି ୬ ନଭେମ୍ୱରରୁ ଆସନ୍ତା ୨୨ ନଭେମ୍ୱର ପର୍ଯ୍ୟନ୍ତ ଶୁକ୍ରଗ୍ରହ କନ୍ୟା ରାଶିରେ ବିରାଜମାନ କରିବେ। କନ୍ୟା ରାଶିରେ ଶୁକ୍ରଙ୍କର ଏହି ଉପସ୍ଥିତି ଅନେକ ରାଶିର ବ୍ୟକ୍ତିବିଶେଷଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?