ସାଇବର ଠକେଇର ଶିକାର ହେଲେ ଦୀପାଳି

ଭୁବନେଶ୍ୱର,୧୦।୩(ବ୍ୟୁରୋ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ସାଇବର ଠକେଇର ଶିକାର ହୋଇଛନ୍ତି। ତାଙ୍କ ଆକାଉଣ୍ଟରୁ ଦେଢ ଲକ୍ଷ ଟଙ୍କା କଟିଯାଇଥିବା ନେଇ ଦୀପାଳି ସମ୍ବଲପୁରର ଅଇଁଠାପାଲି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତେବେ ପୋଲିସ ଦୀପାଳିଙ୍କ ଅଭିଯୋଗକୁ କେନ୍ଦ୍ର କରି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖ ଧରିଲେ ପ୍ରଦୀପ ମାଝି

ଭୁବନେଶ୍ୱର,୬ା୧୧(ବ୍ୟୁରୋ): କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ ଏମ୍‌ପି ପ୍ରଦୀପ ମାଝି ଶନିବାର ବିଧିବଦ୍ଧ ଭାବେ ବିଜେଡିରେ ମିଶିଛନ୍ତି। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ...

ବାସହରା ପରିବାରଙ୍କୁ ଥଇଥାନ କରା ନ ଯିବା ମାମଲା :ବିପର୍ଯ୍ୟୟ ଓ ପ୍ରଶମନ ବିଭାଗକୁ ରିପୋର୍ଟ ମାଗିଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର, ୩।୧୧(ବ୍ୟୁରୋ) ୧୯୮୨ ମସିହାରେ କନ୍ଦଳ ନଦୀ ବନ୍ୟାରେ କଟକ ଜିଲା କଣ୍ଟାପଡ଼ା ତହସିଲର ପ୍ରାୟ ୨୫ ପରିବାର କ୍ଷତିଗ୍ରସ୍ତ ହୋଇଥିଲେ। ସେମାନେ ବାସହରା ହୋଇ...

ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ସେବାୟତଙ୍କ ପାଇଁ ଲାଗୁ ହେଲା ଡ୍ରେସ୍‌ କୋଡ୍‌

ପୁରୀ ଅଫିସ, ୨୨।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା ତଥା ଗର୍ଭଗୃହକୁ ପ୍ରବେଶ କରୁଥିବା ସେବାୟତଙ୍କ ପାଇଁ ଡ୍ରେସ୍‌ କୋଡ୍‌ ଲାଗୁ ହୋଇଛି। ପାରମ୍ପରିକ ବସ୍ତ୍ର ପରିଧାନ...

ପର୍ଯ୍ୟଟନସ୍ଥଳୀର ପୂର୍ବସ୍ଥିତି ଫେରୁଛିି

ଭୁବନେଶ୍ୱର,୨୧।୧୨(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଧୀରେ ଧୀରେ ସ୍ଥିତି ସ୍ବାଭାବିକ ହେଉଥିବା ବେଳେ ଦୀର୍ଘ ୮ମାସରୁ ଊର୍ଦ୍ଧ୍ୱ ସମୟ ଧରି ଲକ୍‌ଡାଉନ୍‌ ଓ...

ସବ୍ୟସାଚୀ, ନିବେଦିତାଙ୍କୁ ‘କଳିଙ୍ଗ ରତ୍ନ’ ସମ୍ମାନ

ଭୁବନେଶ୍ୱର,୮।୨(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ତଥା ରାଜ୍ୟ ବାହାରେ ବହୁ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଥିବା ଓଲିଉଡ୍‌ ସୁପରଷ୍ଟାର ସବ୍ୟସାଚୀ ମିଶ୍ରଙ୍କୁ...

ଭଙ୍ଗା ମନ୍ଦିରରେ ୭୦ ମାଣ ଜମିର ମାଲିକ

ବାରିପଦା ଅଫିସ/କପ୍ତିପଦା,୩ା୯(ଡି଼.ଏନ୍‌.ଏ)- ସମ୍ପତ୍ତି ଅଛି, ମାତ୍ର ଟ୍ରଷ୍ଟ ବୋର୍ଡ ପାଇଁ କ୍ଷମତା ଲଢେଇ ଓ ପରିଚାଳନାଗତ ତ୍ରୁଟିକୁ ନେଇ ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ...

ଗୁରୁଦିବସରେ କାନ ଧରି ଆଣ୍ଠେଇଲେ ଶିକ୍ଷକ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୁରୁଦିବସରେ ଗୁରୁଙ୍କୁ ପୂଜା କରାଯାଏ। କିନ୍ତୁ ଏଭଳି ପବିତ୍ର ଦିବସରେ ଗୁରୁମାନେ କାନ ଧରି ଆଣ୍ଠେଇବା ସମସ୍ତଙ୍କୁ ଚକିତ କରିଛି। ଅନୁଦାନରୁ ବାଦ୍‌ ପଡ଼ିଥିବା...

Advertisement
Archives

Model This Week