ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ: ଆସନ୍ତାକାଲିଠୁ ମିଳିବ ବୁଷ୍ଟର ଡୋଜ, ଜାଣନ୍ତୁ କେଉଁମାନେ ନେଇପାରିବେ

ଭୁବନେଶ୍ୱର,୧୮।୬: କିଛି ଜିଲାରେ ଡିପଥେରିଆ ସଂକ୍ରମଣ ବ୍ୟାପିବାରେ ଲାଗିଛି। ଯେହେତୁ ଏହା ଏକ ବାୟୁବାହିତ ରୋଗ, ତେଣୁ ଲୋକମାନେ ମାସ୍କ ପିନ୍ଧନ୍ତୁ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜିଲାରୁ ୨୧ ରୋଗୀ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ଘଟିଛି।

ଅନ୍ୟପଟେ, ଡିପଥେରିଆ ମୁକାବିଲା ପାଇଁ ଆସନ୍ତାକାଲିଠୁ ଦିଆଯିବ ବୁଷ୍ଟର ଡୋଜ। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡା. ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧ ବର୍ଷ ଶିଶୁଙ୍କୁ ପେଣ୍ଟା ଡୋଜ ଓ ୫ରୁ ୧୫ ବର୍ଷଙ୍କୁ ଟିଡି ଡୋଜ ଦିଆଯିବ। ସର୍ଭେଲାନ୍ସ ଚାଲିଛି, ଲକ୍ଷଣ ଥିଲେ ଆଣ୍ଟିବାୟୋଟିକ ଦିଆଯାଉଛି। ସର୍ଭେଲାନ୍ସ ସରିବା ପରେ ସଂକ୍ରମଣ ଅଞ୍ଚଳରେ ବୁଷ୍ଟର ଡୋଜ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ଜର୍ମାନୀକୁ ବଡ଼ ଝଟ୍‌କା: ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ଏହି ଡିଫେଣ୍ଡର

ଇଙ୍ଗଲଉଡ୍‌,୨୨ା୬- ଜର୍ମାନୀର ଡିଫେଣ୍ଡର ନିକୋ ସ୍କଲଟରବେକ ଚଳିତ ବିଶ୍ୱକପ୍‌ ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ଗତ ରବିବାର ଆଇଭରୀ କୋଷ୍ଟ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମ ଆଙ୍କଲରେ ଆଘାତ…

ଆଦିବାସୀଙ୍କ ପାରମ୍ପରିକ ସଡ୍ରା ପର୍ବ

ମୋହନା, ୨୩/୬/୨୬ (ମନ୍ମଥ ମିଶ୍ର): କୁଇ କନ୍ଧ ଆଦିବାସୀ ସମ୍ପ୍ରଦାୟର ନିଆରା ତଥା ପାରମ୍ପରିକ ସଡ୍ରା ପର୍ବ ଗଜପତି ଜିଲାର ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳ ଭାଲିଆଗୁଡ଼ା…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୂଅରେ ପଡ଼ି ଚାଲିଗଲା ଜୀବନ

ବୁଗୁଡା,୨୨ା୬(କାଳୀଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ନଗୁଡୁ ଗ୍ରାମରେ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। କୂଅରେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ଲକ୍ଷ୍ମୀପୁର ଗାଁରେ ପହଞ୍ଚିଲେ ସାଂସଦ, ବିଧାୟକ; ବର୍ଷା ସତ୍ତ୍ୱେ ଆନନ୍ଦ ବଜାରରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ, ୨୨।୬(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଅବସ୍ଥିତ ଲକ୍ଷ୍ମୀପୁର ଗ୍ରାମଠାରେ ଆସନ୍ତା ୧୯ରୁ ଆରମ୍ଭ…

IRCTC New Rules: ବଦଳିଲା ତତ୍କାଳ ଟିକେଟ ବୁକିଂ ନିୟମ: ଏବେ ଆଧାର କାର୍ଡ ବିନା ହେବନି କୌଣସି କାମ

ନୂଆଦିଲ୍ଲୀ,୨୨।୬: ଆଜିକାଲି ସମୟରେ ଟ୍ରେନ ଟିକେଟ ମିଳିବା ବହୁତ କଷ୍ଟକର ହୋଇପଡ଼ିଛି। ପର୍ବପର୍ବାଣୀ ସମୟରେ ଯଦି ଘରକୁ ଯିବାକୁ ଥାଏ, ତେବେ ଟିକେଟ ଆଦୌ ମିଳିନଥାଏ। ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri