ଆଣ୍ଡ୍ରଏଡ୍‌ ଫୋନ୍‌ରେ ପରୀକ୍ଷା ଦେବେ ଡିପ୍ଲୋମା ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୭(ବ୍ୟୁରୋ): ଆଣ୍ଡ୍ରଏଡ ଫୋନ୍‌ରେ ପରୀକ୍ଷା ଦେଇପାରିବେ ଡିପ୍ଲୋମା ଛାତ୍ରୀଛାତ୍ର। ଲାପ୍‌ଟପ୍‌ କିମ୍ବା ଡେସ୍କଟପ୍‌ ନ ଥିବା ପିଲା ସ୍ମାର୍ଟ ଫୋନ୍‌ରେ ପରୀକ୍ଷା ଦେବେ। ଘରେ ରହି ପିଲା ପରୀକ୍ଷା ଦେବାକୁ ଗୁରୁବାର ବୈଷୟିକ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି। ଅଗଷ୍ଟ ୧ ରୁ୨୦ ତାରିଖ ଯାଏ ହେବ ପରୀକ୍ଷା। ୭ ଦିନରେ ରେଜଲ୍ଟ ବାହାରିବ। ଚଳିତ ବର୍ଷ ପ୍ରାୟ ୨୫ହଜାର ଛାତ୍ରୀଛାତ୍ର ଡିପ୍ଲୋମା ପରୀକ୍ଷା ଦେବେ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଇତିହାସରେ ନୂଆ ଅଧ୍ୟାୟ: ରଥ ପଥରେ, ବିନା ଭକ୍ତରେ

ପୁରୀ ଅଫିସ,୨୪ା୬: ମହାମାରୀ କରୋନା ପାଇଁ ଶ୍ରୀମନ୍ଦିର ଇତିହାସରେ ଯୋଡ଼ିହୋଇଛି ଏକ ନୂଆ ଅଧ୍ୟାୟ। ଶେଷ ମୁହୂର୍ତ୍ତରେ ଲୀଳାମୟ ଦେଖାଇଲେ ତାଙ୍କ ଅପୂର୍ବ ଲୀଳା। ବଡ଼ଦାଣ୍ଡକୁ...

ଭାଜପା ଆପରାଧିକ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ପ୍ରାର୍ଥୀ କରିଥାଏ: ବିଜେଡି

ଭୁବନେଶ୍ୱର,୬ା୫(ବ୍ୟୁରୋ): ଓଡ଼ିଶା ଭାଜପା ରାଜନୀତିରେ ଆପରାଧିକ ପୃଷ୍ଠଭୂମି ଥିବା ଲୋକଙ୍କୁ ଉତ୍ସାହିତ କରୁଥିବା ବେଳେ ରାଜ୍ୟରେ ଅରାଜକତା ସୃଷ୍ଟି କରିବାକୁ ଚେଷ୍ଟା କରୁଛି ବୋଲି ବିଜେଡି...

ପ୍ରେମ ପ୍ରତାରଣା ପାଇଁ ଚାଲିଗଲା ୨ ଜୀବନ

ଭୁବନେଶ୍ୱର,୧।୨(ବ୍ୟୁରୋ): ଦୁଇବର୍ଷ ହେବ ଜଣେ ଗାୟିକାଙ୍କୁ ପ୍ରେମ କରୁଥିଲେ। ଉଭୟଙ୍କ ବିବାହ ବି ସ୍ଥିର ହୋଇଯାଇଥିଲା। ହେଲେ ପ୍ରେମିକାଙ୍କ ପ୍ରତାରଣା ଶେଷରେ ଜଣେ ମଡେଲଙ୍କ ପ୍ରାଣ...

ଏଣିକି କଲେଜରେ ଦିଆଯିବ ଟିକା

ଭୁବନେଶ୍ୱର,୧୪।୭(ବ୍ୟୁରୋ): କଲେଜରେ ଦିଆଯିବ ଟିକା। ରାଜ୍ୟରେ କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଗୁରୁବାର ରାଜ୍ୟ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ଇଂଜିନିୟରିଂ କଲେଜ, ହଷ୍ଟେଲ ଏବଂ...

CORONAVIRUS UPDATE: ରାଜ୍ୟରେ ପୁଣି ୧୪୬ ପଜିଟିଭ୍‌: ୪୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୫ା୬(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦୦ ଟପିଥିବା ରାଜ୍ୟ ସୂଚନା...

ପଦ୍ମପୁର ଉପନିର୍ବାଚନ: ପ୍ରାର୍ଥିତ୍ୱକୁ ନେଇ ବଢ଼ିଲା ଉତ୍କଣ୍ଠା

ବରଗଡ଼ ଅଫିସ୍‌.୬।୧୧: ବରଗଡ଼ ଜିଲା ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇଁ ଆସନ୍ତା ଡିସେମ୍ବର ୫ତାରିଖରେ ଉପନିର୍ବାଚନ ହେବ। ଏଥିପାଇଁ ନଭେମ୍ବର ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ଏହା...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପ୍ରାପ୍ୟ ଦାବିରେ ବ୍ଲକ ଘେରାଉ

ବାରିପଦା ଅଫିସ,୧୭ା୬- ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ କର୍ମନିଶ୍ଚିତ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ କରିଥିବା ବେଳେ ମାସରୁ ଉର୍ଦ୍ଧ୍ୱ ଦିନ ହେଲାଣି ଶ୍ରମିକମାନଙ୍କୁ ଟଙ୍କା ମିଳିନାହିଁ।...

ଜନ୍ମମାଟିରେ ୩ ଦିନ ରହିବେ ରାଷ୍ଟ୍ରପତି

ବାରିପଦା ଅଫିସ,୨୮ା୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିବେ। ଆସନ୍ତା ମେ’ ୪ରୁ ୬ତାରିଖ ପର୍ଯ୍ୟନ୍ତ ଜିଲାର ରାଇରଙ୍ଗପୁର, ପାହାଡ଼ପୁର...

Advertisement
Archives

Model This Week