ଭୁବନେଶ୍ୱରରୁ UAEକୁ ସିଧା ବିମାନ ସେବା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୬: ରାଜଧାନୀ ଭୁବନେଶ୍ବରରୁ UAEକୁ ସିଧା ବିମାନ ସେବା ଆରମ୍ଭ ହୋଇଛି। ଇଣ୍ଡିଗୋ ଏୟାରଲାଇନ୍ସ ପକ୍ଷରୁ ଆବୁଧାବିକୁ ସିଧା ଉଡ଼ାଣ କରି ବିମାନ। ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ବିମାନବନ୍ଦରରେ ପତାକା ହଲାଇ ବିମାନ ଉଡ଼ାଣର ଶୁଭାରମ୍ଭ କରିଛନ୍ତି।

ଯାତ୍ରୀମାନେ ଏଣିକି ଭୁବନେଶ୍ୱରରୁ ବିମାନରେ ବସି ସିଧାସଳଖ ଆବୁଧାବିରେ ସହଜରେ ପହଞ୍ଚି ପାରିବେ। ଏଥିସହିତ ବ୍ୟବସାୟିକ ସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ ଶୁଭାରମ୍ଭ କରିବା ଅବସରରେ କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂକେନ୍ଦ୍ର ସରକାରଙ୍କ ସହଯୋଗରେ ଏହି ସେବାର ଆରମ୍ଭ ହୋଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବିମାନରେ ଆଜି ୧୮୦ ଯାତ୍ରୀ ଭୁବନେଶ୍ୱରରୁ ଆବୁଧାବିକୁ ଯାଇଛନ୍ତି।

ଆଜି ସକାଳ ୯.୩୫ରେ ଏହାର ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ। ଏହା ମଧ୍ୟାହ୍ନ ୧୨.୩୫ରେ ଆବୁଧାବିରେ ପହଞ୍ଚିବ। ଆବୁଧାବିରୁ ପୁଣି ରାତି ୨.୩୫ରେ ବାହାରି ସକାଳ ୮.୩୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ।


Enter your email to get our daily news in your inbox.

All Right Reserved By Dharitri.Com

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri