Direct Tax Collection: ବଜେଟ ପୂର୍ବରୁ ସରକାରଙ୍କ ପାଇଁ ଖୁସି ଖବର, ୧୯ ପ୍ରତିଶତ ବଢିଲା ଡାଇରେକ୍ଟ ଟ୍ୟାକ୍ସ କଲେକ୍ସନ

ନୂଆଦିଲ୍ଲୀ,୧୧।୧: ଆସନ୍ତା ମାସରେ ମଧ୍ୟବର୍ତ୍ତୀକାଳୀନ ବଜେଟ ଉପସ୍ଥାପନ କରିବା ପୂର୍ବରୁ ଗୁରୁବାର ସରକାରଙ୍କୁ ଭଲ ଖବର ମିଳିଛି। ଚଳିତ ଆର୍ଥିକ ବର୍ଷରେ ସରକାର ଟ୍ୟାକ୍ସରୁ ବହୁ ଟଙ୍କା ରୋଜଗାର କରିଛନ୍ତି। ସର୍ବଶେଷ ତଥ୍ୟ ଅନୁଯାୟୀ, ଚଳିତ ଆର୍ଥିକ ବର୍ଷରେ ସରକାରଙ୍କ ଡାଇରେକ୍ଟ ଟ୍ୟାକ୍ସ କଲେକ୍ସନ ୧୯ ପ୍ରତିଶତ ବୃଦ୍ଧି ପାଇଛି ଏବଂ ୧୪.୫୦ ଲକ୍ଷ କୋଟି ଟଙ୍କା ଅତିକ୍ରମ କରିଛି।

କେନ୍ଦ୍ରୀୟ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ ଯଥା ସିବିଡିଟି ଦ୍ୱାରା ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷରେ ଏ ପର୍ଯ୍ୟନ୍ତ ଡାଇରେକ୍ଟ ଟ୍ୟାକ୍ସର ନିଟ୍‌ ସଂଗ୍ରହ ୧୪.୭୧ ଲକ୍ଷ କୋଟି ଟଙ୍କା ହୋଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧି ତୁଳନାରେ ଏହା ୧୯.୫୫ ପ୍ରତିଶତ ଅଧିକ। ଯଦି ଆମେ ମୋଟ ସଂଗ୍ରହକୁ ଦେଖିବା, ଏକ ବର୍ଷ ପୂର୍ବେ ଏହି ସଂଖ୍ୟା ୨୪.୫୮ ପ୍ରତିଶତ ଅଧିକ।


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ ହିଂସା, ବାପାଙ୍କ ବେକ କାଟିଦେଲେ ପୋଷ୍ୟ ପୁଅ

ଦିଗପହଣ୍ଡି,୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନ ପ୍ରାୟ ୧ ଟାରେ ଏକ ଅଭାବନୀୟ ଘଟଣା ଘଟିଛି । ପାରିବାରିକ…

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରସ୍କୃତ ହେଲେ ସିଡିପିଓ

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସମ୍ମନ୍ବିତ ଶିଶୁ ଓ ମହିଳା ବିକାଶ କାର୍ଯ୍ୟାଳୟର ସିଡିପିଓ ସନ୍ଧ୍ୟାରାଣୀ ପଣ୍ଡାଙ୍କ ସରକାରୀ କାର୍ଯ୍ୟରେ ଉତ୍ତମ ପ୍ରଦର୍ଶନ ପାଇଁ…

କେନ୍ଦୁଝରରେ ବଜେଟ୍‌ ପରବର୍ତ୍ତୀ ରୂପରେଖ ଉପସ୍ଥାପନ କଲେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ

କେନ୍ଦୁଝର,୮ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା ସରକାରଙ୍କ ୨୦୨୬-୨୭ ଆର୍ଥିକ ବର୍ଷର ରାଜ୍ୟ ବଜେଟ୍‌ ସମ୍ପର୍କରେ ସୂଚନା ପ୍ରଦାନ କରିବା ନିମନ୍ତେ କେନ୍ଦୁଝରଠାରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ…

ତପ୍ତପାଣି ଘାଟିରେ ଓଲଟିଲା ଅଟୋ, ୭ ଗୁରୁତର ଆହତ 

ଦିଗପହଣ୍ଡି,୮।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟିରେ ରବିବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ ଟାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା । ଅଟୋ ଓଲଟି…

ମ୍ୟାଚ ପୂର୍ବରୁ ବଡ଼ ନିଷ୍ପତ୍ତି, T20 ବିଶ୍ୱକପ୍ ଫାଇନାଲରେ ଖେଳିବେନି ଏହି ୪ ଖେଳାଳି

ନୂଆଦିଲ୍ଲୀ,୮।୩: ଟି-୨୦ ବିଶ୍ୱକପର ଫାଇନାଲରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବାକୁ ଯାଉଛନ୍ତି । ଭାରତର ପ୍ଲେଇଂ ଇଲେଭେନରେ କିଏ କିଏ ରହିବେ, ତାହା ଏବେ ବଡ଼…

ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ…

ମାଇକେଲ କ୍ଲାର୍କଙ୍କ ବଡ଼ ଭବିଷ୍ୟବାଣୀ, ଟି-୨୦ ବିଶ୍ୱକପ୍ ଫାଇନାଲରେ ଏହି ଖେଳାଳି ହେବେ ପ୍ଲେୟର ଅଫ….

ନୂଆଦିଲ୍ଲୀ,୮।୩:  ପୂର୍ବତନ ଅଷ୍ଟ୍ରେଲିୟ ଅଧିନାୟକ ମାଇକେଲ କ୍ଲାର୍କ ୨୦୨୬ ଟି- ୨୦ ବିଶ୍ୱକପ୍ ପାଇଁ ଏକ ଭବିଷ୍ୟବାଣୀ କରିଛନ୍ତି । କ୍ଲାର୍କ ସେହି ଖେଳାଳିଙ୍କ ବିଷୟରେ କହିଥିଲେ ଯିଏ…

ଅନ୍ତର୍ଜାତୀୟ ମହିଳା ଦିବସରେ ଯାତାୟାତ ପାଇଁ ସଂଘର୍ଷ କରୁଛନ୍ତି ମହିଳା

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): ଆଜି ବିଶ୍ୱ ପାଳୁଛି ମହିଳା ଦିବସ। ଏହି କ୍ରମରେ ଦାରିଙ୍ଗବାଡ଼ିଠାରେ ଏହି ଦିନରେ ଏକାଧିକ ସ୍ଥାନରେ ଏହି ଦିବସ ବଡ଼ ଧୂମ୍‌ଧାମରେ ପାଳନ କରାଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri