Posted inଜାତୀୟ

ଜମ୍ମୁ-କଶ୍ମୀର ଡିଜି ଜେଲ ହେମନ୍ତ ଲୋହିୟାଙ୍କୁ ହତ୍ୟା, ବଢିଲା ସୁରକ୍ଷା ଏଜେନ୍ସିର ଚିନ୍ତା

ଜମ୍ମୁ,୪ ।୧୦: ଜମ୍ମୁ-କଶ୍ମୀରରେ ସୋମବାର ବିଳମ୍ବିତ ରାତ୍ରିରେ ଏକ ବଡ ଘଟଣା ସାମ୍ନାକୁ ଆସିଛି । ଜମ୍ମୁ-କଶ୍ମୀର ପୋଲିସ ମହାନିର୍ଦ୍ଦେଶକ(ଜେଲ) ହେମନ୍ତ ଲୋହିୟାଙ୍କୁ ତାଙ୍କ ଘରେ କେହି ଗଳା ଚିପି ହତ୍ୟା କରିଥିବା ଜଣାପଡିଛି । ତାଙ୍କ ଚାକର ଉପରେ ପୋଲିସ ସନ୍ଦେହ କରିଛି । ସେ ଏବେ ଫେରାର ରହିଛନ୍ତି । ଜଣେ ବରିଷ୍ଠ ପୋଲିସ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ(ଜମ୍ମୁ କ୍ଷେତ୍ର)ମୁକେଶ ସିଂ କହିଛନ୍ତି ଘରର ଚାକର ଘଟଣା ପରଠାରୁ ଫେରାର ରହିଛନ୍ତି ପୋଲିସ ଏବେ ତାଙ୍କୁ ଖୋଜୁଛି ।
ମୁକେଶ ସିଂ କହିଛନ୍ତି, ୧୯୯୨ ବ୍ୟାଚର ଆଇପିଏସ୍ ହେମନ୍ତ ଲୋହିୟା(୫୨) ସହର ବାହାର ଅଞ୍ଚଳରେ ଥିବା ତାଙ୍କର ଉଦୟଭାଲା ଘରେ ମୃତ ଅମସ୍ଥାରେ ମିଳିଛନ୍ତି । ଯେତେବେଳେ ଘଟଣା ସମ୍ପର୍କରେ ଜାଣିବା ପରେ ପୋଲିସ ସେଠାରେ ପହଞ୍ଚିଥିଲା ସେତେବେଳେ ତାଙ୍କ ଗଳା ଦବାଇ ଦିଆଯାଇଥିବା ଲକ୍ଷ୍ୟ କରାଯାଇଥିଲା । ଘଟଣାସ୍ଥଳର ପ୍ରଥମ ଦୃଶ୍ୟ କହୁଥିଲା ଏହା ଏକ ସନ୍ଦିଗ୍ଧ ହତ୍ୟା । ଏବେ ତାଙ୍କ ଚାକର ଫେରାର ରହିଛନ୍ତି । ପୋଲିସ ତାଙ୍କୁ ଖୋଜୁଛି । ଏହାସହ ଲୋହିୟାଙ୍କ ଘରେ ଫରେନସିକ ଏବଂ ଅପରାଧ ଯାଞ୍ଚ ଦଳ ଘଟଣାର ନିରିକ୍ଷଣ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri