କୋରାପୁଟ ଗସ୍ତରେ ପୋଲିସ ମହାନିର୍ଦ୍ଦେଶକ

କୋରାପୁଟ,୭।୨(ସ୍ବ.ପ୍ର.): ରବିବାର ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ଦିନିକିଆ କୋରାପୁଟ ଜିଲା ଗସ୍ତରେ ଆସି କୋରାପୁଟଠାରେ ନବନିର୍ମିତ ପୋଲିସ ଆର୍‌ଆଇ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏଥିସହ ଏଠାରେ ଦକ୍ଷିଣ ପଶ୍ଚିମାଞ୍ଚଳ ଜିଲା ଆରକ୍ଷୀ ଅଧୀକ୍ଷକମାନଙ୍କୁ ନେଇ ଆୟୋଜିତ ସଭାରେ ମାଓବାଦୀ ଦମନ, ଗଞ୍ଜାଇ ଚୋରାଚାଲାଣ ରୋକିବା ଆଦି ଉପରେ ସତନ୍ତ୍ର ରଣନୀତି ନେବା ସହ ଆଇନଶୃଙ୍ଖଳା ପରିସ୍ଥିତି ଉପରେ ଗୁରୁତ୍ୱ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri