ମାସ୍କ ବ୍ୟବହାର କରିବାକୁ ଅନୁରୋଧ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): କରୋନାର ନୂଆ ସଂକ୍ରମଣ ଏବେ ଚିନ୍ତା ବଢାଉଛି। ତେବେ ରାଜ୍ୟରେ କୋଭିଡ ମୁକାବିଲା ନେଇ ପ୍ରସ୍ତୁତି ଚାଲିଛି ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, କରୋନା ସ୍ଥିତି ଉପରେ ନଜର ରଖିବାକୁ ମଙ୍ଗଳବାର ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଲୋକମାନଙ୍କୁ ମାସ୍କ ବ୍ୟବହାର କରିବାକୁ ଅନୁରୋଧ କରାଯାଇଛି। ଏହା ଓମିକ୍ରନ ସବ୍‌ ଭାରିଆଣ୍ଟ,୩ୟ ଲହର ବହୁତ କମ୍‌ ଦିନ ଥିଲା। ଭୟଭୀତ ନ ହୋଇ ସତର୍କ ରହିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ।...

ରାଜ୍ୟ ଯୋଜନା ବୋର୍ଡ ଭଙ୍ଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୭: ରାଜ୍ୟରେ ଭାଜପା କ୍ଷମତାକୁ ଫେରିବା ପରେ ପୂର୍ବ ସରକାରରେ ଗଠନ ହୋଇଥିବା ଯୋଜନା ବୋର୍ଡକୁ ଭଙ୍ଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂର୍ବ...

ଶ୍ରୀଜିଉଙ୍କ ସୁନାବେଶ: ମହଣ ମହଣ ସୁନାରେ ହେଲେ ସଜେଇ

ପୁରୀ,୧୭ା୭: ବୁଧବାର ରଥ ଉପରେ ଶ୍ରୀଜିଉଙ୍କ ସୁନାବେଶ ହୋଇଛି। ମହଣ ମହଣ ସୁନାରେ ସୁସଜ୍ଜିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ, ଶ୍ରୀ...

ରତ୍ନଭଣ୍ଡାର ଖୋଲାହେବା ପୂର୍ବରୁ କଟକଣା ଜାରି କଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ,୧୭।୭: ପୁଣି ଖୋଲିିବ ଶ୍ରୀମନ୍ଦିର ରତ୍ନଭଣ୍ଡାର। ଗୁରୁବାର ପୁଣିଥରେ ଭିତର ଭଣ୍ଡାର ଖୋଲାଯାଇ ଯାଞ୍ଚ କରାଯିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ତେବେ ଭିତର...

ଦଳୀୟ ବିଧାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ; ରାଜ୍ୟ ସରକାରଙ୍କୁ ଘେରିବେ

ଭୁବନେଶ୍ୱର,୧୭।୭: ଆଗାମୀ ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦଳର ଦଳର ବିଧାୟକମାନଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଦଳର ସମସ୍ତ ବିଜୟୀ...

୨୦ରେ ବିଜେଡି ବିଧାୟକ ଦଳ ବୈଠକ: ଏମିତି କହିଲେ ସୁଲତା

ଭୁବନେଶ୍ୱର,୧୭।୭: ଆସନ୍ତା ଜୁଲାଇ ୨୦ରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ୨୦ ତାରିଖ ଅପରାହ୍ନରେ ଶଙ୍ଖ ଭବନରେ ଏହି ବୈଠକ ବସିବ। ବିରୋଧୀ ଦଳ...

୫ ଦିନ ଯାଏ ପ୍ରବଳ ବର୍ଷିବ, ଏହି ୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୭: ଆସନ୍ତା ୫ ଦିନ ପାଇଁ ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ୨୪ ଘଣ୍ଟା...

୪୬ବର୍ଷ ପୂର୍ବରୁ ଭିତର ଭଣ୍ଡାରରେ ମିଳିଥିଲା ଏମିତି ଜିନିଷ, କାବା ହୋଇଯାଇଥିଲେ ତିରୁପତି ମନ୍ଦିରର ପୂଜାରୀ

ପୁରୀ,୧୭।୭: ୪୬ ବର୍ଷ ପୂର୍ବେ ଯେତେବେଳେ ଜଗନ୍ନାଥ ମନ୍ଦିର ଭଣ୍ଡାର ଖୋଲା ଯାଇଥିଲା। ସେତେବେଳେ ଏହି ଧନରତ୍ନ ଗଣନା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ବିଶେଷଜ୍ଞମାନଙ୍କୁ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri