Posted inଜାତୀୟ

ଇଡବ୍ଲୁଏସ ନେଇ ସାମ୍ବିଧାନିକ ପୀଠରେ ଅସହମତି…

ନୂଆଦିଲ୍ଲୀ,୭।୧୧ : ଅର୍ଥନୈତିକ ଦୁର୍ବଳ ବର୍ଗ (ଇଡବ୍ଲୁଏସ)ଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଉପରେ ସୁପ୍ରିମକୋର୍ଟର ସାମ୍ବିଧାନିକ ପୀଠରେ ଅସହମତି ପ୍ରକାଶ ପାଇଛି। ୫ରୁ ୩ ଜଣ ବିଚାରପତି କହିଛନ୍ତି ଏହା ସାମ୍ବିଧାନିକ ବ୍ୟବସ୍ଥାର ଉଲ୍ଲଂଘନ କରୁ ନାହିଁ। ପ୍ରଧାନ ବିଚାରପତି ୟୁୟୁ ଲଲିତଙ୍କ ସମେତ ୫ ଜଣ ବିଚାରପତିଙ୍କ ନେତୃତ୍ୱରେ ଗଠିତ ସାମ୍ବିଧାନିକ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି।

ଇଡବ୍ଲୁଏସ ସଂରକ୍ଷଣର ବୈଧତାକୁ ଚ୍ୟାଲେଞ୍ଜ କରୁଥିବା ଅନେକ ଆବେଦନ ଉପରେ ଦୀର୍ଘ ଦିନର ଶୁଣାଣି ପରେ ସର୍ବୋଚ୍ଚ ନ୍ୟାୟାଳୟ ସେପ୍ଟେମ୍ବର ୨୭ ରେ ଏହାର ରାୟ ସଂରକ୍ଷିତ ରଖିଥିଲେ। ଖଣ୍ଡପୀଠ ଏହି ସଂରକ୍ଷଣ ବ୍ୟବସ୍ଥା ସମ୍ବିଧାନର ମୌଳିକ ସଂରଚନାକୁ ଉଲ୍ଲଂଘନ କରୁଛି କି ନାହିଁ ତାହା ସ୍ଥିର କରିବା ନେଇ ବିଚାର କରିଥିଲେ। ୫ ଜଣିଆ ଖଣ୍ଡପୀଠ ମଧ୍ୟରୁ ୫ ଜଣ ବିଚାରପତି ଏହା ସପକ୍ଷରେ ମତ ଦେଇଥିଲେ। ଜଷ୍ଟିସ ଦୀନେଶ ମହେଶ୍ୱରୀ କହିଥିଲେ ଯେ ଏହି ସଂରକ୍ଷଣ ସମ୍ବିଧାନର ମୌଳିକ ଗଠନକୁ ଉଲ୍ଲଂଘନ କରୁନାହିଁ। ଏଥି ସହିତ ଜଷ୍ଟିସ ବେଲା ତ୍ରିବେଦୀ ମଧ୍ୟ ଏହାର ସପକ୍ଷରେ ଥିଲେ। ସେ କହିଥିଲେ ଯେ ଇଡବ୍ଲୁଏସ ସଂରକ୍ଷଣ ସମ୍ବିଧାନର ବିରୋଧୀ ନୁହେଁ। ଜଷ୍ଟିସ ଜେବି ପାରଦିଓ୍ବାଲା ମଧ୍ୟ ସପକ୍ଷରେ ମତ ଦେଇଥିଲେ।

ତେବେ ପ୍ରଧାନ ବିଚାରପତି ୟୁୟୁ ଲଳିତ ଏବଂ ଏସ୍‌ ରବିନ୍ଦ୍ର ଭଟ୍ଟ ଏନେଇ ଅସହମତି ପ୍ରକାଶ କରିଥିଲେ।

ଏହି ସଂରକ୍ଷଣ ଜାରି ରହିବ ବୋଲି ଶୀର୍ଷକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଫର୍ଚୁନରରୁ ଓହ୍ଲାଇ ରାସ୍ତାରେ ଝାଡୁ ଲଗାନ୍ତି ଏହି ସଫେଇ କର୍ମଚାରୀ, ଗାଡି କିଣି ସମସ୍ତଙ୍କୁ କରିଦେଲେ ଆଶ୍ଚର୍ଯ୍ୟ!

ନୂଆଦିଲ୍ଲୀ,୨।୯: ସଫଳତାର କାହାଣୀ ଶୁଣିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ନିଜ ପରିଶ୍ରମରେ ଶୂନ୍ୟରୁ ଶିଖରରେ ପହଞ୍ଚିବା ଲୋକ ବହୁତ କମ୍‌। ଏମିତି ଜଣେ ପରିଶ୍ରମୀ ବ୍ୟକ୍ତି…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

PM ମୋଦିଙ୍କ ଜନ୍ମଦିନକୁ ନେଇ ବଡ଼ ପ୍ରସ୍ତୁତି: ୨୫ ରାଜ୍ୟର CM କରିବେ…

ନୂଆଦିଲ୍ଲୀ,୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ଦେଶବ୍ୟାପୀ ଏକ ମାସ ଧରି ଚାଲିବାକୁ ଥିବା ‘ସେବା ସଙ୍କଳ୍ପ’ ଅଭିଯାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri