ବସିବ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଭୁବନେଶ୍ବର,୧୭।୬(ବ୍ୟୁରୋ): ଆଜି ବସିବ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଏହି ବୈଠକ ବସିବ। ଏହି ବୈଠକରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପାଇଁ ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରାଯିବ। ତେବେ ବୈଠକରେ ରାଜସ୍ବ ଏବଂ ବିପର୍ଯ୍ୟୟ ମନ୍ତ୍ରୀ ପ୍ରମିଳା ମଲ୍ଲିକ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଏସ୍‌ଆରସି ପ୍ରଦୀପ କୁମାର ଜେନା, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ପୋଲିସ ଓ ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀ ଉପସ୍ଥିତ ରହିବେ ।

ସେହିପରି ମନ୍ତ୍ରୀମଣ୍ଡଳ ଅଦଳବଦଳ ପରେ ଆଜି ସନ୍ଧ୍ୟା ୫.୩୦ରେ ଲୋକସଭା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ମନ୍ତ୍ରୀପରିଷଦ ବୈଠକ ବସିବ। ବିଭିନ୍ନ ଜଲକଲ୍ୟାଣକାରୀ ଯୋଜନା ଓ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପରେ ଆଲୋଚନା ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

ଚାଲିଥିଲା ଦେହ ବ୍ୟବସାୟ, ମାଡ଼ି ବସିଲା ପୋଲିସ, ପାଖରୁ ମିଳିଲା ଏହି ଆପତ୍ତିଜନକ ଜିନିଷ

ବରଗଡ଼,୨୫ା୫(ପ୍ରେମାନନ୍ଦ କମାରୀ): ବରଗଡ଼ ଟାଉନ ଥାନା ପୋଲିସ ରବିବାର ଡାଙ୍ଗ ଛକ ନିକଟ ପିପିଲିପାଲି ଗ୍ରାମରେ ଏକ ସେକ୍ସ ରାକେଟ ଠାବ କରିଛି। ସେଠାରେ ଦେହ ବ୍ୟବସାୟ…

ଚର୍ଚ୍ଚାରେ ରାଜ୍ୟ ରାଜନୀତି: ବିଜେଡି ଛାଡ଼ିବା ପଛରେ ମୂଳ କାରଣ କହିଦେଲେ ଦେବାଶିଷ, ଶ୍ରୀମୟୀ ଦେଇଥିଲେ…

ଭୁବନେଶ୍ୱର,୨୫।୫:  ରାଜ୍ୟ ରାଜନୀତିରେ ଏକ ବଡ଼ ହଲଚଲ। ରାଜ୍ୟ ସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ିଛନ୍ତି। ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା…

ଦିଲ୍ଲୀର ଆଇପିଏଲ୍‌ ଅଭିଯାନ ଶେଷ

କୋଲକାତା,୨୫ା୫: ଲୋକେଶ ରାହୁଲଙ୍କ ଅର୍ଦ୍ଧଶତକ ପରେ ବୋଲରଙ୍କ ମାପଚୁପ ବୋଲିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ ୪୦ ରନରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି। ପୂର୍ବରୁ ପ୍ଲେଅଫ୍‌…

ମିଳିତ ଜନଅଭିଯାଗ ଶୁଣାଣି: ପ୍ରଚଣ୍ଡ ଖରାକୁ ଖାତିର ନ କରି ବ୍ଲକ କାର୍ଯ୍ୟାଳୟରେ ପହଞ୍ଚିଲେ ଶତାଧିକ ଲୋକ

ଦାରିଙ୍ଗବାଡ଼ି,୨୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଏବଂ ଏସ୍‌ପି ହରିଶ ବିଶିଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ନୂଆ ରେଳ ନିୟମ! ଟ୍ରେନ ଯାତ୍ରା ସମୟରେ ଏହି ଭୁଲ୍ ପହଞ୍ଚାଇପାରେ ଜେଲ୍

ନୂଆଦିଲ୍ଲୀ,୨୫।୫: ପ୍ରତିଦିନ, ଭାରତରେ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । କିନ୍ତୁ ଟ୍ରେନରେ ଏପରି କିଛି ନିୟମ ରହିଛି ଯାହାକୁ ଅବମାନନା କଲେ ଜେଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri