ଯୁକ୍ତ ୩ ପାଠ୍ୟକ୍ରମରେ ‘ବିପର୍ଯ୍ୟୟ ପରିଚାଳନା’

ଭୁବନେଶ୍ୱର,୨୩ା୭(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ବୈଠକରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଯୁକ୍ତ ୩ ପାଠ୍ୟକ୍ରମରେ ବିପର୍ଯ୍ୟୟ ପରିଚାଳନାକୁ କୋର୍ସରେ ସାମିଲ କରାଯିବା ନେଇ ନିଷ୍ପତ୍ତି ହୋଇଥିବା କହିଛନ୍ତି। ସମସ୍ତ କଳା, ବିଜ୍ଞାନ ଓ ବାଣିଜ୍ୟ ଛାତ୍ରୀଛାତ୍ରଙ୍କ ପାଇଁ ଏହା ବାଧ୍ୟତାମୂଳକ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। କୋର୍ସର ମାର୍କ ୧୦୦ ରହିଛି। ଏହାକୁ ଯୁକ୍ତ ୩ ପ୍ରଥମବର୍ଷ ପିଲା ପଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୩(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri