Categories: ଖେଳ

ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ଶ୍ରୀଲଙ୍କା, ୫୦ ରନ୍‌ରେ ୫ ଓ୍ବିକେଟ…

ବେଙ୍ଗାଲୁରୁ,୧୨।୩ : ଭାରତ ଶ୍ରୀଲଙ୍କା ମଧ୍ୟରେ ବେଙ୍ଗଲୁରୁର ଚିନ୍ନାସ୍ବାମୀ ଷ୍ଟାଡ଼ିୟମ୍‌ରେ ଚାଲିଥିବା ଦିବାରାତ୍ର ଟେଷ୍ଟ୍‌ କ୍ରିକେଟ୍‌ ମ୍ୟାଚ୍‌ର ପ୍ରଥମ ଇନିଂସ୍‌ରେ ଭାରତ ଅଲଆଉଟ୍‌ ହେବା ସହିତ ୨୫୨ ରନ୍‌ କରିଥିବାବେଳେ ଶ୍ରୀଲଙ୍କା ବ୍ୟାଟିଂ ଆରମ୍ଭ କରି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଶ୍ରୀଲଙ୍କା ୨୦ ଓଭରରେ ୫ ଓ୍ବିକେଟ୍‌ ହରାଇ ୫୫ ରନ୍‌ କରିଛି।

Share