ସ୍କୁଲ, କଲେଜ ପାଠ୍ୟକ୍ରମରେ ସାମିଲ ହେବ ବିପର୍ଯ୍ୟୟ ଓ ମହାମାରୀ ମୁକାବିଲା

ଭୁବନେଶ୍ୱର,୨୯।୫: ନବୀନ ସରକାରଙ୍କ ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂର୍ତ୍ତି ଅବସରରେ ଶନିବାର ଅନୁଷ୍ଠିତ ମନ୍ତ୍ରୀ ପରିଷଦ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ସ୍କୁଲ ଏବଂ କଲେଜ ପାଠ୍ୟକ୍ରମରେ ବିପର୍ଯ୍ୟୟ ଏବଂ ମହାମାରୀ ମୁକାବିଲା ପାଇଁ ପ୍ରାକ ପ୍ରସ୍ତୁତିକୁ ବିଷୟ ଭାବେ ଗ୍ରହଣ କରାଯିବ। ଏହା ସହିତ ସମସ୍ତଙ୍କୁ ତାଲିମ ପ୍ରଦାନ କରାଯିବ। ଏପରି କି ଜନପ୍ରତିନିଧି, ସରକାରୀ ଅଧିକାରୀ ଓ ମିଶନ ଶକ୍ତି ସଦସ୍ୟମାନେ ମଧ୍ୟ ତାଲିମ ନେବେ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ବୈଠକ ପରେ ସୂଚନା ଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଗତ ୨ ବର୍ଷର ଚ୍ୟାଲେଞ୍ଜ ଓ ସଫଳତା ସହ ବିଜୁବାବୁଙ୍କ ସ୍ବପ୍ନ ସାକାର ଦିଗରେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମନ୍ତ୍ରୀ ପରିଷଦର ସହଯୋଗୀଙ୍କୁ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା...

ବିଦ୍ୟୁତ୍‌ ବିଭ୍ରାଟ: ଛାତ୍ରୀଛାତ୍ରଙ୍କ ପରୀକ୍ଷା ନିକଟ, ଚିନ୍ତାରେ ଅଭିଭାବକ

ଦାରିଙ୍ଗବାଡ଼ି,୨୨ା୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌କାଟକୁ ନେଇ ଜନ ଅସନ୍ତୋଷ ଦାନା ବାନ୍ଧୁଛି। ଦୀର୍ଘ ଘଣ୍ଟା ଧରି ବିଦ୍ୟୁତ ଅଚଳ ଯୋଗୁ ବ୍ୟବସାୟ...

୪ ଦିନିଆ ଓଡ଼ିଶା ଗସ୍ତରେ ଫ୍ରାନ୍ସ ରାଷ୍ଟ୍ରଦୂତ

ଭୁବନେଶ୍ୱର, ୫ା୩(ବ୍ୟୁରୋ):ଭାରତରେ ଅବସ୍ଥାପିତ ଫ୍ରାନ୍ସର ରାଷ୍ଟ୍ରଦୂତ ମି. ଇମାନୁଏଲ୍‌ ଲେନାଇନ୍‌ଙ୍କ ସହ ଏକ ପ୍ରତିନିଧି ଦଳ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ା ଗସ୍ତର...

୨ବର୍ଷର ପୁଅକୁ ଧରି ଟ୍ରେନ୍‌ ଆଗକୁ ଡେଇଁଲେ ମହିଳା

ରୂପ୍‌ସା,୨୯।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଦକ୍ଷିଣ-ପୂର୍ବ ରେଳପଥ ଖଡ଼ଗପୁର ଡିଭିଜନ୍‌ ଅଧୀନ ରୂପ୍‌ସା-ବସ୍ତା ଷ୍ଟେଶନ ମଝି ନୂଆଗାଁ ରେଳଷ୍ଟେଶନ ନିକଟରେ ଶନିବାର ଜଣେ ମହିଳା ୨ବର୍ଷର ଶିଶୁପୁତ୍ରକୁ...

ଅନୁକୂଳର ପର୍ବ

ବୈଶାଖ ମାସ କରୁଣାପ୍ରାପ୍ତିର ମାସ। ହୟଶୀର୍ଷ ସଂହିତା ମତରେ ଏହି ପବିତ୍ର ମାସରେ ମହାପ୍ରଭୁ ‘ମଧୁସୂଦନ’ ନାମରେ ଉପାସିତ ହୁଅନ୍ତି। ଏହା ପଛରେ ମଧ୍ୟ ମଧୁକୈଟଭ...

ଉପକୂଳରେ ହାଇଆଲର୍ଟ

ଭୋଗରାଇ, ୧୦।୫(ଡି.ଏନ.ଏ.) ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ଅସାନି ଭୀଷଣ ବାତ୍ୟାରେ ପରିଣତ ହେବା ପରେ କୂଳବାସୀ ଭୟଭୀତ ହୋଇପଡିଛନ୍ତି l ତେବେ ଏହି ବାତ୍ୟା...

ପ୍ରଫୁଲ ହତ୍ୟା ମାମଲା ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ବ୍ରହ୍ମପୁର ଅଫିସ,୨୪ା୧-ସଦର ଥାନା ଅନ୍ତର୍ଗତ ସୁକୁଣ୍ଡାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କୁ ତାଙ୍କ ସ୍ତ୍ରୀ ମିତା ଓ ପ୍ରେମିକ ସରୋଜ ମହାରଣା ଗତ ମଙ୍ଗଳବାର ରାତିରେ ଯୋଜନାବଦ୍ଧ...

ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...

Advertisement
Archives

Model This Week