ତେଜିଲା ଅସନ୍ତୋଷ: ପ୍ରଧାନ ଶିକ୍ଷକଙ୍କ ସହ ଦୁଇ ଶିକ୍ଷୟିତ୍ରୀଙ୍କୁ ତାଲା ପକାଇଲେ ଅଭିଭାବକ

ବାଲେଶ୍ୱର,୨୭।୪: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଶାସନପଦା ୟୁଜି ୟୁପି ବିଦ୍ୟାଳୟରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଶିକ୍ଷୟିତ୍ରୀଙ୍କ ବଦଳି ନେଇ ଅଭିଭାବକ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଭାବକ ଏବଂ ଗ୍ରାମବାସୀ ପ୍ରଧାନ ଶିକ୍ଷକଙ୍କ ସହ ଦୁଇ ଶିକ୍ଷୟିତ୍ରୀଙ୍କୁ ଅଫିସ ରୁମରେ ତାଲା ପକାଇ ୩ଘଣ୍ଟା ଧରି ଅଟକ ରଖିଥିଲେ।

ଅଭିଯୋଗ ମୁତାବକ, ସ୍କୁଲର ଜଣେ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ଏହା ସ୍କୁଲ କମିଟି ଅଜାଣତରେ ହୋଇଥିଲା। ଫଳରେ ଅଭିଭାବକଙ୍କ ସମେତ କମିଟି ସଦସ୍ୟ ପ୍ରଧାନ ଶିକ୍ଷକଙ୍କୁ ପଚାରିବାକୁ ଆସିଥିଲେ।

ହେଲେ ପ୍ରଧାନ ଶିକ୍ଷକ ସନ୍ତୋଷଜନକ ଉତ୍ତର ଦେବା ପରିବର୍ତ୍ତେ ଅଭିଭାବକଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହାକୁ ଅଭିଭାବକଙ୍କ ସମେତ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତି କରି ସ୍କୁଲ ଅଫିସ ରୁମରେ ଦୁଇ ଶିକ୍ଷୟିତ୍ରୀ ଏବଂ ପ୍ରଧାନ ଶିକ୍ଷକଙ୍କୁ ତାଲା ପକାଇ ଅଟକ ରଖିଥିଲେ। ଖବର ପାଇ ଖନ୍ତାପ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri