ଇଞ୍ଜିନିୟରିଂ ପିଲାଙ୍କ ହଷ୍ଟେଲ ଫି’ ଛାଡ଼

ଭୁବନେଶ୍ୱର,୧୨।୩(ବ୍ୟୁରା): ଇଞ୍ଜିନିୟରିଂ ଏବଂ ପଲିଟେକନିକ୍‌ ପିଲାଙ୍କ ହଷ୍ଟେଲ ଫି ଛାଡ କରାଯିବା ନେଇ ଶୁକ୍ରବାର ସରକାର ଘୋଷଣା କରିଛନ୍ତି। କରୋନା ପାଇଁ ୨୦୨୦ ଏପ୍ରିଲରୁ ୨୦୨୦ ଡିସେମ୍ବର ଯାଏ ହଷ୍ଟେଲ ବନ୍ଦ ରହିଥିଲା। ଫଳରେ ୧୭୦୧୨ ଛାତ୍ରୀଛାତ୍ରଙ୍କ ପ୍ରାୟ ୫କୋଟି ୧୦ ଲକ୍ଷ ଟଙ୍କା ଫି ଛାଡ କରାଯାଇଥିବା ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ହଷ୍ଟେଲ ଫି ଛାଡ କରିବା ଦ୍ୱାରା ଛାତ୍ରୀଛାତ୍ରମାନେ ଉପକୃତ ହୋଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?