ପାକିସ୍ତାନରେ ୧୩ ଶହ ବର୍ଷ ପୁରାତନ ବିଷ୍ଣୁ ମନ୍ଦିରର ସନ୍ଧାନ

ଇସଲାମାବାଦ୍‌,୨୧।୧୧: ପାକିସ୍ତାନର ଉତ୍ତରପଶ୍ଚିମ ଅଞ୍ଚଳରେ ଥିବା ଖାତ୍‌ ଜିଲାରେ ୧୩ ଶହ ବର୍ଷ ପୁରାତନ ବିଷ୍ଣୁ ମନ୍ଦିରର ସନ୍ଧାନ ମିଳିିଛି। ଏହା ହିନ୍ଦୁ ଶାହୀ ଅବା କାବୁଲ ଶାହୀ ରାଜଙ୍କ ସମୟରେ ନିର୍ମାଣ କରାଯାଇଥିବା ଅନୁମାନ କରାଯାଉଛି। ଖାଇବର ପସ୍ତୁନଖ୍ବା ଅଞ୍ଚଳରେ ଥିବା ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏସମ୍ପର୍କରେ ସୂଚନା ଦିଆଯାଇଛି। ମନ୍ଦିରର ବହୁ ଅଂଶ ମାଟିତଳେ ପୋତି ରହିଥିବା ପ୍ରତ୍ନତତ୍ତ୍ୱବିତ୍‌ ଫୈଜଲ ଖାଲିକ୍‌ କହିଛନ୍ତି। ମନ୍ଦିର ନିକଟରେ ଏକ ଛୋଟ ପାଣି କୁଣ୍ଡ ରହିଥିବାର ଅନୁମାନ କରାଯାଉଛି। ଶ୍ରଦ୍ଧାଳୁ ପ୍ରଭୁଙ୍କୁ ଦର୍ଶନ କରିବା ପୂର୍ବରୁ ଏଠାରେ ଗାଧୋଉଥିବାର ଅନୁମାନ କରାଯାଉଥିବା ଫୈଜଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଛି। ମଦନପୁର ରାମପୁର…

ରାସ୍ତାରେ ବୋହୁଛି ଡ୍ରେନ ପାଣି, ଦୁର୍ଗନ୍ଧରେ ଫାଟି ପଡୁଛି ପାଡୁଆ ବଜାର

ନନ୍ଦପୁର/ ପାଡୁଆ,୨୬।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ):  କୋରାପୁଟ ଜିଲା ନନ୍ଦପୁର ବ୍ଲକର ବ୍ୟବସାୟିକ କେନ୍ଦ୍ରସ୍ଥଳୀ ଭାବେ ପରିଚିତ ପାଡୁଆ ବଜାର ଦୁର୍ଗନ୍ଧରେ ଫାଟି ପଡୁଛି । ରାସ୍ତାର…

କଳାହାଣ୍ଡିରୁ ଆସିଲା ଦୁଃଖଦ ଘଟଣା: ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଗଲା

ଭବାନୀପାଟଣା,୨୬।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ.ରାମପୁର ଥାନା ଅନ୍ତର୍ଗତ ଗୌଡ଼ କର୍ଲାଖୁଣ୍ଟା ଗ୍ରାମରୁ ମଙ୍ଗଳବାର ପୂର୍ବାହ୍ନରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପାଇଖାନା ଟାଙ୍କିର…

ଝିଅଙ୍କ ବିବାହକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୫: ସୋମବାର, ସୁପ୍ରିମକୋର୍ଟ ଯୌତୁକ ପାଇଁ ସ୍ତ୍ରୀଙ୍କୁ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। କୋର୍ଟ ଗୁରୁତ୍ୱାରୋପ କରିଛନ୍ତି ଯେ ଝିଅର…

ଯେମିତି କହିଲେ ସେମିତି କଲେ: ଭାଜପାରେ ଯୋଗଦେଲେ ଦେବାଶିଷ

ଭୁବନେଶ୍ୱର,୨୬।୫:ବରିଷ୍ଠ ରାଜନେତା ଦେବାଶିଷ ସାମନ୍ତରାୟ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ଦିଲ୍ଲୀରେ କେନ୍ଦ୍ରୀୟ ନେତାଙ୍କ ଉପସ୍ଥିତିରେ ସେ ଭାଜପାରେ ସାମିଲ ହୋଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri