ତୁର୍କିରେ ଯୁଦ୍ଧ ବିରାମକୁ ନେଇ ରୁଷିଆ ସହ କଥା ହେବ ୟୁକ୍ରେନ୍‌

କ୍ୱିଭ୍‌,୨୮ ।୩: ରୁଷିଆ-ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ୩୩ ଦିନରେ ପହଞ୍ଚିଲାଣି । ହେଲେ ଏବେବି ପୂର୍ବଭଳି ରୁଷିଆ ୟୁକ୍ରେନ୍ ଉପରେ ଆକ୍ରମଣ କରି ଚାଲିଛି । ଦୁଇ ଦେଶ ମଧ୍ୟରେ ଜାରି ରହିଥିବା ଯୁଦ୍ଧକୁ ଏବେ ପର୍ଯ୍ୟନ୍ତ ୪୬ହଜାର ୮୦ ସେକେଣ୍ଡ, ୭୬୮ ଘଣ୍ଟା ଓ ୩୨ ଦିନ ହୋଇଗଲାଣି । ଇତିମଧ୍ୟରେ ସାରା ବିଶ୍ୱର ରାଜନେତା ଓ ସାଧାରଣ ଜନତାଙ୍କ ମନରେ ପ୍ରଶ୍ନ ଉଠୁଛି କି ସତରେ କ’ଣ ଏବେ ୟ୍ରୁକ୍ରେନ୍ ରୁଷିଆ ସାମ୍ନାରେ ଆତ୍ମସମର୍ପଣ କରିବ । ସୋମବାର ଉଭୟ ଦେଶ ମଧ୍ୟରେ ହେବାକୁ ଥିବା କଥାବାର୍ତ୍ତା ଉପରେ ସମସ୍ତଙ୍କ ନଜର ରହିଛି ।
ସୂଚନାଯୋଗ୍ୟ, ତୁର୍କିର ଇସ୍ତାନବୁଲରେ ଦୁଇ ଦେଶର ପ୍ରତିନିଧି ସୋମବାର ସାମ୍ନା ସାମ୍ନି ବସି କଥା ହେବେ । ହେଲେ ଏହା ପୂର୍ବରୁ ୟୁକ୍ରେନ୍ ରାଷ୍ଟ୍ରପି ଭୋଲୋଡେମିର ଜେଲେନ୍‌ସ୍କି ସଫାସଫ କହିଛନ୍ତି କି ପୁଟିନଙ୍କ ଅଯୌକ୍ତିକ ଦାବି ଆଗରେ ସେ ମୁଣ୍ଡ ନୁଆଇଁବେ ନାହିଁ । ଦୁଇ ଦେଶ ମଧ୍ୟରେ ହେବାକୁ ଯାଇଥିବା ପ୍ରତିନିଧି ସ୍ତରର କଥାବାର୍ତ୍ତା ପୂର୍ବରୁ ଜେଲେନ୍‌ସ୍କି କହିଛନ୍ତି ରୁଷିଆ ଯଦି ସୈନ୍ୟ ଅପସାରଣ କଥା ଉଠାଏ ତେବେ ଆମେ ଆଲୋଚନା ଟେବୁଲରେ ବସିବୁ ନାହିଁ । କାରଣ ଏହା ଆମ ବୁଝିବା ବାହାରେ ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri