ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା

ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍‌ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ ପକ୍ଷରୁ ଆତ୍ମହତ୍ୟା ରୋକିବାକୁ ତର୍ଜମା ଓ ପର୍ଯ୍ୟାଲୋଚନା ଚାଲିଥିବାବେଳେ ରାଜଧାନୀରେ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି। ଏୟାରଫିଲ୍ଡ ଥାନା ଅନ୍ତର୍ଗତ ବରକୁଦା ଅଞ୍ଚଳରେ ଥିବା ଏକ ନର୍ସିଂ କଲେଜରେ ଏହି ଘଟଣା ଘଟିଛି। କଲେଜ ପରିସର ହଷ୍ଟେଲରେ ଛାତ୍ରୀ ଜଣକ ଓଢଣୀ ଲଗାଇ ଝୁଲି ପଡିଛନ୍ତି। ମୃତ ଛାତ୍ରୀ ଜଣକ ହେଲେ ବଲାଙ୍ଗୀରର କୁନି କହଁର। ସେ ପ୍ରଥମ ବର୍ଷର ନର୍ସିଂ ଛାତ୍ରୀ ବୋଲି ଜଣାପଡିଛି। ଖବର ପାଇ ଏୟାରଫିଲ୍ଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ କରି ଆତ୍ମହତ୍ୟାର କାରଣ ଜାଣିବା ଲାଗି ତଦନ୍ତ ଚଳାଇଛି। ସେହିପରି ପରିବାର ଲୋକ ପହଞ୍ଚତ୍ବା ପରେ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲକୁ ବ୍ୟବଚ୍ଛେଦ ଲାଗି ପଠାଯିବ ବୋଲି ଏୟାରଫିଲ୍ଡ ଥାନା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ୩୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୨ ଜଣ...

୩୩.୫ ହଜାର ପିଲାଙ୍କୁ ନିଟ୍‌ ଇଡି-ଟେକ୍‌ କୋର୍ସ କୁପନ

ଭୁବନେଶ୍ୱର, ୪।୧(ବ୍ୟୁରୋ): ଦେଶରେ ଶୁଭାରମ୍ଭ ହୋଇଥିବା ନିଟ୍‌ ୩.୦(ନ୍ୟାଶନାଲ ଏଜୁକେଶନାଲ ଏଲାଇନ୍ସ ଫର୍‌ ଟେକ୍ନୋଲୋଜି) ଅନ୍ତର୍ଗତ ୧୨ ଲକ୍ଷ ସାମାଜିକ-ଆର୍ଥିକ ଅନଗ୍ରସର ଛାତ୍ରୀଛାତ୍ରଙ୍କୁ ୨୫୩ କୋଟି...

ପରକୀୟା ପ୍ରୀତିରୁ ହତ୍ୟା

ବାଲିଆପାଳ,୨୩।୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଘଣ୍ଟୁଆ ପଞ୍ଚାୟତ ବଡ଼କସବା ଗ୍ରାମର ଏକ ଧାନ ବିଲରୁ ଜଣେ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି। ସେ...

ରାଜ୍ୟସଭା ନିର୍ବାଚନ: ନବୀନଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ବିଜେଡିର ୪ ପ୍ରାର୍ଥୀ

ଭୁବନେଶ୍ୱର, ୧୧।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ବିଜେଡିର ୪ ପ୍ରାର୍ଥୀ ବୁଧବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଧାନସଭା ସଚିବାଳୟ ପରିସରରେ ରାଜ୍ୟ ସଭା ରିଟର୍ନିଂ...

୧୦ ସୁଦ୍ଧା କମିବ ପିଆଜ ଦର

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୧୦ରୁ ପିଆଜ ଦର କମିବା ସମ୍ଭାବନା ରହିଛି। କାରଣ ଇଜିପ୍ଟରୁ ସରକାର ପ୍ରାୟ ୧ ଲକ୍ଷ ୨୦ ହଜାର ଟନ୍‌...

ହଜିବାକୁ ବସିଲାଣି କଟକର ତାରକସି: ଦୁର୍ଦ୍ଦିନରେ ତାରକସି କାରିଗର

ହଜାରହଜାର ବର୍ଷର ସହର କଟକ। ଐତିହ୍ୟ ଓ ପରମ୍ପରା ଭିତରେ ବଞ୍ଚିଛି ଏଠାକାର ଲୋକଙ୍କ ମାନ ଆଉ ସ୍ବାଭିମାନ। ଏହା କେବଳ ଗୋଟିଏ ସହରର ନାଁ...

ଦୁର୍ଘଟଣା: ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ

ଯୋଡ଼ା,୨୫ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କରଣସାହିଠାରେ ଗୁରୁବାର ରାତିରେ ଏକ ବୋଲେରୋ ଦୁର୍ଘଟଣାରେ ଯୋଡ଼ା ପୌରପାଳିକାର ୫ କର୍ମଚାରୀ ଆହତ...

ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ପ୍ରତି ସମର୍ଥନ ବଢୁଛି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ନିର୍ବାଚନରେ ବିଜେଡି ଅସନ୍ତୁଷ୍ଟ ପ୍ରାର୍ଥୀଙ୍କ ଉପରେ ସମସ୍ତଙ୍କ ନଜର ରହିଛି। ୩୫ ନମ୍ବର ଓ୍ବାର୍ଡରୁ ବିଜେଡି ଟିକେଟରୁ ବଞ୍ଚତ୍ତ ହୋଇ...

Advertisement
Archives

Model This Week