ରେଙ୍ଗାଲି ନଦୀବନ୍ଧ ବାସଚ୍ୟୁତ ପରିବାରଙ୍କ ସମସ୍ୟା ସମାଧାନ ନେଇ ରାଜସ୍ବ ମନ୍ତ୍ରୀଙ୍କ ସହ ଆଲୋଚନା

ଦେବଗଡ଼,୨୩ା୧(ଶଶାଙ୍କ ଶେଖର ଝାଙ୍କର): ରେଙ୍ଗାଲି ବନ୍ଧ ସୁରକ୍ଷା ସମିତି ଦେବଗଡ଼ ପାଲଲହଡ଼ା କମିଟିର ଦେବଗଡ଼ ଜୋନ୍‌ ପାଇଁ ନୂତନ କାର୍ଯ୍ୟକାରୀ ସଭାପତି ଦେବଗଡ଼ ସହରର ଯୁବନେତା ଦୟାଶଙ୍କର ଦ୍ୱିବେଦୀ ଓ କମିଟିର ସମ୍ପାଦକ ତଥା ଆଇନଜୀବୀ ଚୌଧୁରୀ ବେହେରା ଦେବଗଡ଼ ଗସ୍ତରେ ଆସିଥିବା ରାଜସୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ କମିଟି ପକ୍ଷରୁ ଶୁଭେଚ୍ଛା ଦେବା ସହ ଜୋନ୍‌ ଅଫିସର ପଦବୀ ପୂରଣ ହେଇଥିବାରୁ ଧନ୍ୟବାଦ ଜ୍ଞାପନ କରିଥିଲେ। ଏଥିସହିତ ରେଙ୍ଗାଲି ନଦୀବନ୍ଧ ବାସଚ୍ୟୁତ ପରିବାରଙ୍କ ଦୁଃଖ ବିଷୟ ଓ ବିସ୍ଥାପିତ ପରିବାରର ସମସ୍ୟା ସମାଧାନ ପାଇଁ କେମିତି ନ୍ୟାୟ ପାଇବେ ସେ ନେଇ ଆଲୋଚନା କରିଥବା ଜଣାପଡ଼ିଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣିରେ ବସ ଓ କାର ମୁହାଁମୁହିଁ: ଚାଲିଗଲା ଚାଳକଙ୍କ ଜୀବନ, ୪ ଗୁରୁତର…

ଡୁଙ୍ଗୁରିପାଲି, ୨୮।୪ (ଦୀନବନ୍ଧୁ ସୁନା): ବରଗଡ଼ -ବଲାଙ୍ଗୀର ୨୬ ନଂ ଜାତୀୟ ରାଜପଥରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି FCI ଓ…

ଇନଷ୍ଟାରୁ ପ୍ରେମ, ଶାରୀରିକ ସମ୍ପର୍କ ରଖିବା ସହ ଉଠାଇଥିଲେ ଫଟୋ-ଭିଡିଓ: ଭାଇରାଲ କରି ବନ୍ଧା ହେଲେ…

ରିଆମାଳ ୨୮|୪( ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ଥାନା ଅଞ୍ଚଳରେ ଜଣେ ଯୁବତୀକୁ ପ୍ରେମ କରି ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ପୁଲିସ ଜଣେ…

ଝାରମୁଣ୍ଡାରେ ଜଳ ସଙ୍କଟ, ନଳକୂପ ଅଚଳ: ନିଜ ପାଇଁ ନିଜେ ଅଣ୍ଟା ଭିଡ଼ି ପୋଖରୀକୁ ସଫେଇ କଲେ …

ଦାରିଙ୍ଗବାଡି, ୨୮।୪ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚକରେ ଏବେ ଗ୍ରୀଷ୍ମ ପ୍ରବାହ ପ୍ରଭାବରେ ଦେଖାଯାଇଛି ଜଳ ସଙ୍କଟ । ଏକାଧିକ ଗ୍ରାମରେ…

ଦିଗପହଣ୍ଡିରେ ବେଆଇନ ମଦ କାରବାର ଉପରେ ଚାବୁକ: ୮୪୦୦ ଲିଟର ପୋଚ ନଷ୍ଟ, ମହିଳାଙ୍କ ସମେତ ୫ ଅଭିଯୁକ୍ତ…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା କୁମ୍ଭଝରି ଗ୍ରାମ ନିକଟ ଦୁର୍ଗମ କେରାଣ୍ଡିିମାଳ ଜଙ୍ଗଲରେ ମଙ୍ଗଳବାର ଭୋର ପ୍ରାୟ ୫ଟା  ସମୟରେ ଚୋରା ମଦ …

ହଠାତ୍‌ ଅନେକ ପେଟ୍ରୋଲ ପମ୍ପ ବନ୍ଦ; ମୁଖ୍ୟମନ୍ତ୍ରୀ ଡାକିଲେ ଜରୁରୀ ବୈଠକ, ଜାଣନ୍ତୁ କେଉଁଠି..

ନୂଆଦିଲ୍ଲୀ,୨୮ା୪: ପ୍ରତିଦିନ ଆମେ ପେଟ୍ରୋଲ ଦରରେ ପରିବର୍ତ୍ତ ଦେଖୁଛେ । ପେଟ୍ରୋଲ ଦର ପ୍ରତିଦିନ ସକାଳ ୬ଟାରେ ନୂଆ ଦର ଜାରି କରିଥାଏ । କିନ୍ତୁ ଏବେ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ବାଦ୍ୟ, ନୃତ୍ୟ-ଆତସବାଜି ସହ ଦେବୀଙ୍କ ନଗର ଭ୍ରମଣ ଆରମ୍ଭ,ଭକ୍ତଙ୍କ ଭିଡ଼

ଭଞ୍ଜନଗର,୨୮। ୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ମଙ୍ଗଳବାର ହେଉଛି ତୃତୀୟ ଦିବସ। ଗତ ରବିବାର ବ୍ୟାଘ୍ରଦେବି ଏବଂ ଠାକୁରାଣୀଙ୍କୁ ନିମନ୍ତ୍ରଣ କରି ଅସ୍ଥାୟୀ ମଣ୍ଡପକୁ…

ସ୍ପୋର୍ଟ କ୍ଲାଇମ୍ବିଂ ପ୍ରଶିକ୍ଷଣ ପାଇଁ ଓଡ଼ିଶା ଗ୍ରୁପର ନୂଆଦିଲ୍ଲୀ ଯାତ୍ରା

କେସିଙ୍ଗା,୨୮ା୪ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳ ରୁପ୍ରା ଗ୍ରାମର ଏଭରେଷ୍ଟ ଆରୋହୀ ତଥା ଆନ୍ତର୍ଜାତିକ ପର୍ବତାରୋହୀ ଯୋଗବ୍ୟାସ ଭୋଇ…

ଦିଗପହଣ୍ଡି-ସାନଖେମୁଣ୍ଡିରେ କାଳବୈଶାଖୀରେ ତାଣ୍ଡବ: କୁଆପଥର ମାଡ଼ ସହ ଝଡ଼ ବର୍ଷା, ଉଡିଗଲା…

ଦିଗପହଣ୍ଡି,୨୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରୁ ସାଢ଼େ ୫ ଟା ଯାଏ କାଳବୈଶାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri