ପିଟିଶନ କମିଟିରେ ଶକ୍ତି ବିଭାଗର ଆଲୋଚନା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ପିଟିଶନ୍‌ କମିଟି ବୈଠକ ସଂଖ୍ୟା ୫୪ନଂ ପ୍ରକୋଷ୍ଠରେ ସୋମବାର ବଦ୍ରିନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହା କମିଟିର ପ୍ରଥମ ବୈଠକ ହୋଇଥିବା ବେଳେ ଏଥିରେ ଶକ୍ତି ବିଭାଗ ଉପରେ ଆଲୋଚନା ଆରମ୍ଭ ହୋଇଛି। ବିଭିନ୍ନ ବିଭାଗରୁ ଆସିଥିବା ପିଟିଶନ ଉପରେ ପରବର୍ତ୍ତୀ ସମୟରେ ଆଲୋଚନା ହେବ ବୋଲି ଜଣାପଡିଛି।
ମିଳିଥିବା ସୂଚନାନୁଯାୟୀ, ଶକ୍ତି ବିଭାଗର ଅନେକ ପିଟିଶନ ରହିଥିବା ବେଳେ ୩ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ରାଜନଗରର ଏକ ଜଙ୍ଗଲ ଅଞ୍ଚଳକୁ ବିଦ୍ୟୁତ୍‌ ସୁବିଧା ଦେବା ଉପରେ ଗୁରୁତ୍ୱ ଦିଆଯାଇଛି। ଶକ୍ତି ବିଭାଗ ସମ୍ପର୍କିତ ଅନ୍ୟ ବକେୟା ଥିବା ଆବେଦନ ପତ୍ର ଉପରେ ଅଦ୍ୟାବଧି ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ ଆଲୋଚନା ହୋଇଛି। ବିଧାନସଭାର ବିଭାଗୀୟ ଷ୍ଟାଣ୍ଡିଂ କମିଟି-୫ ବୈଠକ ୫୫ ନମ୍ବର ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଛି। କମିଟି ଅଧ୍ୟକ୍ଷ ଅଶ୍ବିନୀ କୁମାର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କମିଟି ତରଫରୁ ଭବିଷ୍ୟତରେ ଗ୍ରହଣ କରାଯିବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇଛି। ଏହି ଅବସରରେ କମିଟି ତରଫରୁ ପୂର୍ବତନ ବିଧାୟକ ତଥା ସ୍ବର୍ଗତ ପ୍ରଦୀପ ମହାରଥୀ, ବିଷ୍ଣୁ ଦାସ ଏବଂ ମଦନମୋହନ ଦତ୍ତଙ୍କ ପାଇଁ ଶୋକ ପ୍ରସ୍ତାବ ଆଗତ କରି ବୈଠକକୁ ବନ୍ଦ କରିଦିଆଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

‘ଭାରତରେ ଦେହ ବ୍ୟବସାୟ ଆଇନଗତ ହେବା ଉଚିତ,’ ପୁନମ ପାଣ୍ଡେ କୁହନ୍ତି, ମୋର କାମୁକ ଭିଡିଓ ଗୁଡ଼ିକ ଦେଶ ତଥା ବିଶ୍ୱକୁ…

ମୁମ୍ବାଇ,୬।୯: ପ୍ରସିଦ୍ଧ ମଡେଲ ଏବଂ ଅଭିନେତ୍ରୀ ପୁନମ ପାଣ୍ଡେ ତାଙ୍କ ଡ୍ରେସିଂ ସେନ୍ସ ଏବଂ ବୟାନ ପାଇଁ ପ୍ରାୟତଃ ଶିରୋନାମାରେ ରହିଥାନ୍ତି। ସମ୍ପ୍ରତି, ବେଶ୍ୟାବୃତ୍ତି ବା ଦେହ…

ସୁନିତା-କୋମଲ ବିବାଦ ଉପରେ ନୀରବତା ଭାଙ୍ଗିଛନ୍ତି ଗୋବିନ୍ଦା, ଇସାରାରେ କହିଲେ ଖୁବ ବଡ଼ କଥା

ମୁମ୍ବାଇ,୬।୯: ପତ୍ନୀ ସୁନିତା ଆହୁଜାଙ୍କ ସହ ସମ୍ପର୍କରେ ମତଭେଦ ଏବଂ ଅଭିନେତ୍ରୀ କୋମଲ ରାଣୀଙ୍କ ସହ ତଥା କଥିତ ସମ୍ପର୍କର ଗୁଜବ ସମ୍ପର୍କରେ ଖବର ଆସିବା ପରେ…

ବରଗଡ଼ରେ ନୂଆଖାଇ ଲଗ୍ନ ଧାର୍ଯ୍ୟ, ଏହି ମୁହୂର୍ତ୍ତରେ ଶୁଭବେଳା…

ବରଗଡ଼,୬ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମଦେବୀ ସମଲେଶ୍ୱରୀଙ୍କ ପୀଠରେ ରବିବାର ନୂଆଖାଇ ଲଗ୍ନ ନିରୂପଣ କରାଯାଇଛି। ବିଧି ଓ ପରମ୍ପରା ଅନୁଯାୟୀ ଆସନ୍ତା ୧୪ ତାରିଖ ନିଶାର୍ଦ୍ଧ…

ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖୁଥିଲେ ସ୍ବାମୀ, ନିର୍ମମ ଭାବେ ହତ୍ୟା କରିବା ପରେ…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟସ୍ଥ ପ୍ରାଣୀ ଚିକିତ୍ସାଳୟ ସମ୍ମୁଖରେ ଏକ ଅଭାବନୀୟ ତଥା ବର୍ବରୋଚିତ ହତ୍ୟାକାଣ୍ଡ ଘଟିଯାଇଛି। ଚରିତ୍ର ଉପରେ…

ଯେଉଁ କାମ ପାଇଁ ଦିନେ ଯୁବକଙ୍କୁ ପରିହାସ କରୁଥିଲେ ଲୋକେ, ଆଜି ବିଦେଶରୁ ଆସିଲା ଚାକିରି ଅଫର, ପୂରା କାହାଣୀ ଜାଣିଲେ…

ଭାରତରେ ନଦୀଗୁଡ଼ିକର ଦୁର୍ଦ୍ଦଶା କହିଲେ ନ ସରେ। ସରକାରୀ ପ୍ରୟାସ ସତ୍ତ୍ୱେ ନଦୀଗୁଡ଼ିକର ଅବସ୍ଥା ସୁଧାର ହୋଇନାହିଁ। ସମ୍ପ୍ରତି ମଧ୍ୟପ୍ରଦେଶର ରାଜଗଡ଼ ଜିଲାର ଜଣେ ୨୦ ବର୍ଷୀୟ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri