ଶ୍ରମିକ ଦିବସ ପାଳନ ନେଇ ବିଭିନ୍ନ ସଂଗଠନ ପକ୍ଷରୁ ଆଲୋଚନା

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ମେ’ ୧ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡସ୍ଥିତ ସିପିଆଇ କାର୍ଯ୍ୟାଳୟରେ ଆୟୋଜିତ ସଭାରେ ଶ୍ରମିକ ସଙ୍ଗଠନ ସିଆଇଟିୟୁର ଗଞ୍ଜାମ ଜିଲା କାର୍ଯ୍ୟକର୍ତ୍ତା କୈଳାସ ଷଡ଼ଙ୍ଗୀ ଅଧ୍ୟକ୍ଷତା କରିଥିଲେ। ଶ୍ରମିକ ସଙ୍ଗଠନ ଏଆଇଟିୟୁସିର ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ର, ଆଇନଜୀବୀ ପି.ଶିବଶଙ୍କର, ରବି ସେଠୀ, କିଶୋର ବେହେରା, ନରସିଂହ ଦାସ, ଭଗବାନ ପଟ୍ଟନାୟକ, ଜଗନ୍ନାଥ ପାଳ, ଆର୍‌.ପୂର୍ଣ୍ଣଚନ୍ଦ୍ର, ଏନ୍‌. ଶୁକ୍ରୁ,କେ.କୃଷ୍ଣ ପ୍ରମୁଖ ବିଭିନ୍ନ ଶ୍ରମିକ ସଙ୍ଗଠନର କାର୍ଯ୍ୟକର୍ତ୍ତା ବୃନ୍ଦ ଉପସ୍ଥିତ ରହି ବିଭିନ୍ନ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଆସନ୍ତା ମେ ୧ ପୂର୍ବାହ୍ନ ୯ ଟାରେ ସ୍ଥାନୀୟ ବଜାର ଗାନ୍ଧୀଛକଠାରେ ଲାଲ ପତାକା ଉତ୍ତୋଳନ କରାଯିବା ସହ ସାଧାରଣ ସଭାର ଆୟୋଜନ କରାଯିବା ପାଇଁ ସଭାରେ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri